ମେଟ୍ରୋ

‘ମୋ ସରକାର’ରେ ସାମିଲ ହେବ କୋଭିଡ୍‌ ପରିଚାଳନା, ମାସ୍କ ନ ପିନ୍ଧିଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୭(ବ୍ୟୁରୋ): କୋଭିଡ ପରିଚାଳନା ‘ମୋ ସରକାର’ ଅଧୀନରେ ସାମିଲ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଭିଡିଓ କନଫରେନ୍ସିଂରେ ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା…

4 years ago

ଭୁବନେଶ୍ୱର ଟେକ୍‌ ମହିନ୍ଦ୍ରା ଅଫିସ୍‌ ସିଲ୍‌: ୨୦ ତାରିଖ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ସମସ୍ତ କର୍ମଚାରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଥିବା ସଫ୍ଟଓ୍ବେର କମ୍ପାନୀ ଟେକ ମହିନ୍ଦ୍ରା ଅଫିସକୁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। ୩ ଦିନ ଭିତରେ…

4 years ago

ବରିଷ୍ଠ ନାଗରିକଙ୍କ ପାଇଁ ଆକ୍ସନ ପ୍ଲାନ୍‌: ଉପକୃତ ହେବେ ୧୦ ଲକ୍ଷ ବରିଷ୍ଠ ନାଗରିକ

ଭୁବନେଶ୍ୱର, ୭।୭(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ କେନ୍ଦ୍ରର ସ୍ବତନ୍ତ୍ର ଯୋଜନାକୁ ରାଜ୍ୟ ସରକାର ସହମତି ପ୍ରକାଶ କରିଛନ୍ତି। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

4 years ago

ସୁସ୍ଥ ଅଛନ୍ତି ବିଜୟ ମହାନ୍ତି: ସବ୍ୟସାଚୀ କହିଲେ, ଗୁଜବ ସୃଷ୍ଟିକାରୀ ମାଗନ୍ତୁ କ୍ଷମା

ଭୁବନେଶ୍ୱର,୭।୭(ବ୍ୟୁରୋ): ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ସୁସ୍ଥ ଅଛନ୍ତି। ତାଙ୍କୁ ନେଇ ଅନେକ ଗୁଜବ ତଥ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସେ ଏବେ…

4 years ago

CORONAVIRUS UPDATE: ୧୦ ହଜାର ଛୁଇଁଲା ରାଜ୍ୟରେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପୁଣି ୫୭୧ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭କୁ ବୃଦ୍ଧି ପାଇଥିବା ରାଜ୍ୟ…

4 years ago

ଲକ୍‌ଡାଉନ ନିୟମ ଉଲ୍ଲଂଘନ ପରେ ରାଜନୈତିକ ବିବାଦ: ଗାଷ୍ଠୀକନ୍ଦଳ, ଏମ୍‌ପିଙ୍କ ଦୋଷ ଲୁଚାଇବାକୁ କମିଶନରଙ୍କୁ ଟାର୍ଗେଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ଭାଜପା ପକ୍ଷରୁ ବିଏମ୍‌ସି କମିଶନରଙ୍କ ବିରୋଧରେ ଅଭିଯୋଗ ଅଣାଯିବା ପରେ ବିଜେଡି ପଲଟା ଆକ୍ରମଣ କରିଛି। ଭାଜପା ଭୁବନେଶ୍ୱର ସଙ୍ଗଠନ ଭିତରେ ଚାଲିଥିବା ଗୋଷ୍ଠୀ କନ୍ଦଳ…

4 years ago

ବିଏମ୍‌ସିର ମଲ୍‌ ପ୍ରେମ ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୭।୭(ବ୍ୟୁରୋ): ସର୍ବସାଧାରଣ ଜମିକୁ ଏକ ଘରୋଇ ମଲ୍‌ ହାତକୁ ବିଏମ୍‌ସି ଟେକିଦେଇଛି। ଏହାର ପ୍ରତିବାଦ କଲେ ମହାମାରୀ ନିୟନ୍ତ୍ରଣର କଡା ଆଇନ ଲଗାଇ ଜନ ଆନ୍ଦୋଳନକୁ ଚାପି…

4 years ago

ପ୍ରଦୂଷିତ ହେଉଛି ସମୁଦ୍ରକୂଳ

ଭୁବନେଶ୍ୱର,୭।୭(ବ୍ୟୁରୋ): ଶିଳ୍ପ, କୃଷି ଏବଂ ସହରାଞ୍ଚଳରୁ ବାହାରୁଥିବା ଦୂଷିତ ଜଳ ନଦୀରେ ମିଶୁଛି। ସେହି ଜଳ ସିଧାସଳଖ ସମୁଦ୍ରକୁ ଚାଲିଯାଉଛି। ଏଥିଯୋଗୁ ସମୁଦ୍ର କୂଳରେ ପ୍ରଦୂଷଣ ବଢ଼ିଯାଉଛି।…

4 years ago

ମୌସୁମୀରେ ଲାଗିବ ୬ କୋଟି ଚାରା

ଭୁବନେଶ୍ୱର,୭।୭(ବ୍ୟୁରୋ): ଚଳିତ ମୌସୁମୀରେ ରାଜ୍ୟର ୧ ଲକ୍ଷ ୩୦ ହଜାର ହେକ୍ଟର ଅଞ୍ଚଳରେ ମୋଟ ୬ କୋଟି ୩୦ ଲକ୍ଷ ଚାରା ରୋପଣ କରାଯିବ। ଏହାମଧ୍ୟରୁ ସହରାଞ୍ଚଳରେ…

4 years ago

ଅଶ୍ଳୀଳ ଭିଡିଓ ପଠାଇ ଅଡୁଆରେ ଓଏଏସ୍‌ ଅଫିସର

ଭୁବନେଶ୍ୱର,୭।୭ (ବ୍ୟୁରୋ): ମହିଳା କର୍ମଚାରୀଙ୍କ ପାଖକୁ ବାରମ୍ବାର ଅଶ୍ଳୀଳ ଭିଡିଓ ଓ ମେସେଜ ପଠାଇ ଅଡୁଆରେ ପଡିଛନ୍ତି ଓଡ଼ିଶା ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଜଣେ ଓଏଏସ୍‌…

4 years ago