ମେଟ୍ରୋ

ଓରେରା ଟ୍ରିବ୍ୟୁନାଲ ଅକାମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଘର ଓ ଜମି ବିକୁଥିବା ବେଆଇନ ପ୍ରମୋଟର ଏବଂ ରିୟଲ ଇଷ୍ଟେଟଗୁଡ଼ିକ ଉପରେ ଅଙ୍କୁଶ ଲଗାଇବାକୁ ଗଠନ କରାଯାଇଥିବା ଓଡ଼ିଶା ରିିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ଓରେରା)…

4 years ago

ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ…

4 years ago

ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶରୁ ବିମାନରେ ଫେରିିଲେ ୩୧୦ ପ୍ରବାସୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଜମ୍ମୁ-କଶ୍ମୀର ଓ ହିମାଚଳ ପ୍ରଦେଶର ଅପହଞ୍ଚ ଇଲାକାରେ ଫସି ରହିଥିବା ଓଡ଼ିଆମାନଙ୍କୁ ରବିବାର ରାଜ୍ୟ ସରକାର ଫେରାଇ ଆଣିଛନ୍ତି। ଏୟାର ଏସିଆର ୩ଟି ବିମାନରେ ୩୧୦ଜଣ…

4 years ago

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା…

4 years ago

ମହୁଲି କିଣିବାକୁ ନେଇ ଭରତପୁରରେ ଗୋଷ୍ଠୀ ସଂଘର୍ଷ: ୮ ଆହତ

ଭୁବନେଶ୍ୱର,୭।୬(ବ୍ୟୁରୋ): ମହୁଲି କିଣିବାକୁ ନେଇ ରାଜଧାନୀର ଖଣ୍ଡଗିରି ଥାନା ଭରତପୁର ବସ୍ତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇ ଗୋଷ୍ଠୀ ପରସ୍ପର ଟେକା ପଥର ମାଡ କରିଥିଲେ।…

4 years ago

ଜୁନ୍‌ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର କୌଣସି…

4 years ago

ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା…

4 years ago

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ…

4 years ago

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ବୈଠକ ଆରମ୍ଭ ହୋଇଥିବା ବେଳେ ଏଥିରେ…

4 years ago

ରାଜ୍ୟକୁ ଫେରିଛନ୍ତି ୩ ଲକ୍ଷ ଓଡ଼ିଆ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ…

4 years ago