ମେଟ୍ରୋ

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି…

4 years ago

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୫୧…

4 years ago

ଅଭିଯୁକ୍ତଙ୍କୁ ଗିରଫ ବେଳେ ଏସ୍‌ଓପି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଜଣେ ୩୬ ବର୍ଷୀୟ କନଷ୍ଟେବଳଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ ତତ୍ପର ହୋଇଉଠିଛି କମିଶନରେଟ ପୋଲିସ। ଏବେ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିବା…

4 years ago

ରାଜଧାନୀରେ ସାମାନ୍ୟ ପ୍ରଭାବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍‌ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା।…

4 years ago

୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର…

4 years ago

ଘୁଞ୍ଚିଲା ୟୁପିଏସ୍‌ସି ପରୀକ୍ଷା: ଜୁନ୍‌ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌…

4 years ago

କୋଣାର୍କ ହେବ ‘ସୂର୍ଯ୍ୟ ନଗରୀ’: ସ୍ଥାପନ ହେବ ୧୦ ମେଗାଓ୍ବାଟର ସୌର ଶକ୍ତି ପ୍ଲାଣ୍ଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ପୁରୀ ଜିଲାର କୋଣାର୍କ ଅଞ୍ଚଳକୁ ସୂର୍ଯ୍ୟ ନଗରୀରେ ପରିଣତ କରାଯିବ। କୋଣାର୍କ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ଏବଂ ଏଠାରେ ଗଢି ଉଠିଥିବା ସହର ସୌର…

4 years ago

ବାତ୍ୟା ଅମ୍ପନ ତାଣ୍ଡବ: ୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି ସମୟ…

4 years ago

CORONAVIRUS UPDATE: କଳାହାଣ୍ଡିରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲାରେ ଆଉ ୧୧ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ…

4 years ago

ପଶ୍ଚିମବଙ୍ଗ ମୁହାଁ ଅମ୍ଫନ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ପାରାଦୀପଠାରୁ ଧିରେ ଧିରେ ଦୂରେଇ ଯାଇ ପଶ୍ଚିମବଙ୍ଗର ଦୀଘା ମୁହାଁ ହୋଇଛି । ବର୍ତ୍ତମାନ ପାରାଦୀପଠାରୁ ୧୫୦ କିଲୋମିଟର ଦୂରରେ ରହିଛି…

4 years ago