ମେଟ୍ରୋ

ସ୍ବାଗତ କେନ୍ଦ୍ରରେ ସଂକ୍ରମଣ ଭୟ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନାର ତାଉ ଓ ଭୋକର ଦାଉରୁ ବଞ୍ଚତ୍ବା ପାଇଁ ଏବେ ବାହାର ରାଜ୍ୟରୁ ଲକ୍ଷଲକ୍ଷ ପ୍ରବାସୀ ନିଜ ରାଜ୍ୟକୁ ଫେରୁଛନ୍ତି। ଟ୍ରେନ୍‌, ବସ୍‌, ସାଇକେଲ ବ୍ୟତୀତ…

4 years ago

‘ଅମ୍ଫନ୍‌’ ପାଇଁ ୨ ସଚିବଙ୍କ ବଦଳି ସ୍ଥଗିତ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ଆସନ୍ତା ୨୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଏନେଇ ଓଡ଼ିଶାର ୧୨ଟି ଜିଲାକୁ ସତର୍କ କରାଯାଇଛି। ଏଭଳି…

4 years ago

୪ ସରପଞ୍ଚଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସବୁ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି।…

4 years ago

ଓଡ଼ିଶାରେ ୩ଲକ୍ଷ ନିଯୁକ୍ତି ପ୍ରଭାବିତ ହେବ: ପର୍ଯ୍ୟଟନ ଶିଳ୍ପ ହରାଇବ ୭୦% ନିଯୁକ୍ତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଦେଶ ଓ ରାଜ୍ୟର ପର୍ଯ୍ୟଟନ ମାନଚିତ୍ରକୁ ପୂରାପୂରି ବଦଳାଇ ଦେଇଛି କୋଭିଡ୍‌-୧୯। ପର୍ଯ୍ୟଟନ ଶିଳ୍ପ ସହ ଏହାସହ ଜଡ଼ିତ ମାନବସମ୍ଭଳ କରୋନା ପାଇଁ ସବୁଠାରୁ ଅଧିକ…

4 years ago

ଦୀଘା, ହାତିଆରେ ମାଡ ହେବ ବାତ୍ୟା ‘ଅମ୍ଫାନ’: ପ୍ରଭାବିତ ଆଶଙ୍କା ଜିଲାକୁ ଗଲେ ଓଡ୍ରାଫ, ଏନଡିଆରଏଫ ଟିମ୍‌

ଭୁବନେଶ୍ୱର,୧୭ା୫(ବ୍ୟୁରୋ)-ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦ କି.ମି,…

4 years ago

ସଂଶୋଧନ ହେଲା ଏନ୍‌ଏଚ୍‌ ଫି ରୁଲ: ଫାସଟାଗ ବୈଧ ନ ଥିଲେ ଗାଡିମାଲିକ ଗଣିବେ ୨ ଗୁଣା ଟିକସ

ଭୁବନେଶ୍ୱର,୧୭ା୫(ବ୍ୟୁରୋ)-ଫାସଟାଗ ନ ଥିବା, ବୈଧ ନ ଥିବା କିମ୍ବା ଅକାମି ହୋଇଯାଇଥିବା ଫାସଟାଗ ଗାଡିମାଲିକମାନେ ସାବଧାନ। ଫାସଟାଗ ନ ଥାଇ କିମ୍ବା ଅବୈଧ ଫାସଟାଗ ଥାଇ ଯଦି…

4 years ago

CORONAVIRUS UPDATE: ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ସୁସ୍ଥ ହେଲେଣି ୨୨୦

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ବ୍ୟକ୍ତିମାନଙ୍କ…

4 years ago

ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ସାଗର-ହାତିଆ ଦୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ୍‌ ସମ୍ଭାବନା; ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ଏବେ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଆସନ୍ତା ୨୦ ତାରିଖ ଅପରାହ୍ନରୁ…

4 years ago

ସଚ୍ଚୋଟପଣିଆ ଦେଖାଇଲେ ୩ ଟିଟିଇ: ସୁନା, ଟଙ୍କା ସହ ପର୍ସ ଫେରାଇ ପ୍ରଶଂସା ପାଇଲେ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଟ୍ରେନ୍‌ରେ ପାଇଥିବା ଏକ ପର୍ସ୍‌କୁ ଫେରାଇ ସଚ୍ଚୋଟପଣିଆ ଦେଖାଇଛନ୍ତି ୩ଜଣ ଟିଟିଇ। ଉକ୍ତ ପର୍ସଟି ଜଣେ ମହିଳା ଯାତ୍ରୀଙ୍କର ହୋଇଥିବାବେଳେ ସେଥିରେ ୨୨ ହଜାର ଟଙ୍କା…

4 years ago

ସୋମବାରଠାରୁ ଗଡ଼ିବ ‘ମୋ ସାଇକେଲ’: ଜୁନ୍‌ ୩୦ ଯାଏ ଅଧଘଣ୍ଟା ମାଗଣା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): କରୋନା କଟକଣା ଓ ଲକ୍‌ଡାଉନ୍‌ ସମୟରେ ସାଇକେଲର ଆବଶ୍ୟକତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଆସନ୍ତା ସୋମବାରଠାରୁ ପୁଣି ‘ମୋ ସାଇକେଲ’ ସେବା…

4 years ago