ମେଟ୍ରୋ

ସୋମବାରଠାରୁ ଗଡ଼ିବ ‘ମୋ ସାଇକେଲ’: ଜୁନ୍‌ ୩୦ ଯାଏ ଅଧଘଣ୍ଟା ମାଗଣା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): କରୋନା କଟକଣା ଓ ଲକ୍‌ଡାଉନ୍‌ ସମୟରେ ସାଇକେଲର ଆବଶ୍ୟକତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଆସନ୍ତା ସୋମବାରଠାରୁ ପୁଣି ‘ମୋ ସାଇକେଲ’ ସେବା…

4 years ago

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବଦଳିଲା ପ୍ରସ୍ତୁତି: ମାଟ୍ରିକ୍‌ ଖାତା ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ିବ

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା। ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ତେବେ…

4 years ago

ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ ଜିଲା…

4 years ago

‘ଅମ୍ଫନ୍‌’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ…

4 years ago

ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ…

4 years ago

ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି  ୧୯୬ ଜଣ…

4 years ago

କରୋନା ସମୟରେ ବାତ୍ୟା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଭୂତାଣୁ ସମଗ୍ର ରାଜ୍ୟରେ କାୟା ବିସ୍ତାର କରି ଚାଲିଥିବା ବେଳେ ଉପକୂଳ ଓଡ଼ିଶା ପାଇଁ ଆଉ ଏକ ବିପଦ ଆଶଙ୍କା ସୃଷ୍ଟି କରିଛି ସମ୍ଭାବ୍ୟ…

4 years ago

ବର୍ତ୍ତମାନ ସୁଦ୍ଧା ରାଜ୍ୟକୁ ଫେରିଲେଣି ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ ଫେରିଛନ୍ତି ୫୫,୫୬୭: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାକୁ ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ ଶ୍ରମିକ ଆସିଛନ୍ତି। ଏନେଇ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ…

4 years ago

ବଳ ଗୋଟାଉଛି ‘ଅମ୍ଫନ’: ୨୦୦ କି.ମି. ବେଗରେ ସ୍ଥଳଭାଗ ଛୁଇଁବ, ସବୁ ବନ୍ଦରରେ ୧ ନଂ. ବିପଦ ସଙ୍କେତ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ…

4 years ago

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ପରଠୁ କରୋନା ଆକ୍ରାନ୍ତ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି; ୧୩ ଦିନରେ ଚିହ୍ନଟ ହୋଇଛନ୍ତି ୫୭୪ ନୂଆ ପଜିଟିଭ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ଆଉ ୬୫ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

4 years ago