ମେଟ୍ରୋ

ତିଗିରିଆ ସନ୍ଦିଗ୍ଧ ଲିଙ୍କରେ ଥିବା ୨ଜଣ ଗଲେ କ୍ୱାରାଣ୍ଟାଇନ

ବାରଙ୍ଗ,୧୨ା୫(ଡି.ଏନ.ଏ): ତିଗିରିଆରେ ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଥିଲା। ଏହି ବ୍ୟକ୍ତି ଜଣଙ୍କ ସୁରଟ ଫେରନ୍ତା ହୋଇଥିବାବେଳେ ଗତ ୩ ତାରିଖରେ…

4 years ago

ବିଶ୍ବ ସେବିକା ଦିବସ: ୨୯ବର୍ଷ ଧରି ଗରିବଙ୍କ ସେବାରେ ଉଷାରାଣୀ

ଗୋପ,୧୨ା୫(ଡି.ଏନ.ଏ): ମହାମାରୀ କରୋନା ଭଳି ବିପତ୍ତି ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ କରୋନା ଯୋଦ୍ଧା ବୋଲି ସରକାର ଘୋଷିତ କରିଛନ୍ତି। ଏଭଳି ସମୟରେ ଏହି ସ୍ବାସ୍ଥ୍ୟକର୍ମୀମାନେ ନିଜ ଜୀବନକୁ ବାଜି…

4 years ago

ପ୍ରବୀଣ କୁମାର ଆଇଜି ପର୍ସୋନେଲ

ଭୁବନେଶ୍ୱର,୧୨ା୫(ବ୍ୟୁରୋ)-୨୦୦୨ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ. ପ୍ରବୀଣ କୁମାରଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଇଜି ପର୍ସୋନେଲ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ତାଙ୍କୁ…

4 years ago

ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌: ଯାତ୍ରୀ ଦେବେ ଦୁଇଗୁଣା ଭଡ଼ା

ଭୁବନେଶ୍ୱର,୧୨ା୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଂକ୍ରମଣକୁ ଦୃଷ୍ଟିରେ ରଖି ସମଗ୍ର ଦେଶକୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଲକ୍‌ଡାଉନ୍‌ ରଖାଯାଇଛି। ଯାନବାହନ ଚଳାଚଳ ବନ୍ଦ ରହିଛି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା…

4 years ago

ଏଥର ହେବ ନାହିଁ ଦ୍ୱିତୀୟ ଓଜେଇଇ

ଭୁବନେଶ୍ୱର, ୧୨।୫(ବ୍ୟୁରୋ)- ଚଳିତ ବର୍ଷ ଦ୍ୱିତୀୟ ଓଜେଇଇ ହେବ ନାହିଁ। କରୋନାକୁ ଦୃଷ୍ଟିରେ ଓଜେଇଇ ପକ୍ଷରୁ ଏବର୍ଷ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଏଥର ବିଟେକ୍‌ ପାଇଁ ସ୍ବତନ୍ତ୍ର…

4 years ago

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।…

4 years ago

ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍‌ଡାଉନ୍‌ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ…

4 years ago

ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି। ତେଣୁ…

4 years ago

ବାଲେଶ୍ୱରରେ ୫୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ସକାଳେ ଆଉ ୨୩ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ…

4 years ago

CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

4 years ago