ମେଟ୍ରୋ

‘ବାହାର ରାଜ୍ୟରେ ଫସିଥିବା ଓଡ଼ିଆ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉ’

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସିଯାଇଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ…

4 years ago

ଶ୍ରମିକ ନେତା ସୌରିବନ୍ଧୁ କରଙ୍କ ପରଲୋକ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ବିଶିଷ୍ଟ ଟ୍ରେଡ୍‌ ୟୁନିୟନ ନେତା ତଥା ଲେଖକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଅସୁସ୍ଥତା…

4 years ago

ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ ନିଆଯାଇଥିବା…

4 years ago

ଶ୍ରୀଲିଙ୍ଗରାଜ ମାର୍କେଟରେ ସାମାଜିକ ଦୂରତ୍ୱ ଅମାନ୍ୟ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କୁ ସଚେତନ କରିବାରେ ଲାଗିପଡିଛି। ହେଲେ ହାଟଗୁଡିକରେ ସାମାଜିକ ଦୂରତ୍ୱକୁ ବ୍ୟବସାୟୀ ଓ ଲୋକେ ଅମାନ୍ୟ…

4 years ago

କରୋନା ପାଇଁ କମିଲା ବିଏମ୍‌ସିର ରାଜସ୍ବ

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ରାଜସ୍ବ ଆଦାୟ ଲକ୍ଷ୍ୟ ଅପେକ୍ଷାକୃତ ହ୍ରାସ ପାଇଛି। ବିଏମ୍‌ସି ୨୦୧୯-୨୦ ଆର୍ଥିକ ବର୍ଷ ଶେଷ…

4 years ago

ସୁନ୍ଦରପଦା, ଯଦୁପୁରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୧୩ା୪(ବ୍ୟୁରୋ): ଭୁବନେଶ୍ୱରର ଦୁଇଟି ଅଞ୍ଚଳ ସୁନ୍ଦପରଦା ଓ ଯଦୁପୁର-ବେଗୁନିଆରୁ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ବା ଆବଦ୍ଧାଞ୍ଚଳ କଟକଣା ହଟଛି। ସମ୍ପୃକ୍ତ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍‌ଙ୍କ ସର୍ଭେ…

4 years ago

ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୫

ଭୁବନେଶ୍ୱର,୧୩।୪: (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଁଚିଛି।ସୋମବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା ୩୫…

4 years ago

ସାଲେପୁର, ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ…

4 years ago

ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କ ପରଲୋକ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଅବସରପ୍ରାପ୍ତ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କର ସୋମବାର ସକାଳେ ପରଲୋକ ଘଟିଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…

4 years ago

ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର ଓ…

4 years ago