ମେଟ୍ରୋ

ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩

ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ ।…

4 years ago

ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର

ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସେ ହେଲେ ପ୍ରଦୀପ୍ତ…

4 years ago

୫ ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ: ପରୀକ୍ଷା ପାଇଁ ପଠାଗଲା ଏମ୍ସ

ବାଳକାଟୀ,୨ା୪(ଡି.ଏନ୍‌.ଏ.):ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗୁରୁବାର ୫ଜଣ କରୋନା ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ କରାଯାଇଛି। ପରେ ସ୍ବାବଗୁଡ଼ିକୁ ପରୀକ୍ଷା ପାଇଁ ଭୁବନେଶ୍ୱର ଏମ୍ସ କରୋନା ଟେଷ୍ଟ ସେଣ୍ଟରକୁ…

4 years ago

କରୋନା UPDATE: ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ହଜାର ୯୭୬, ଭାରତରେ ୧୯୬୫, ଓଡ଼ିଶାରେ ୫ ପଜିଟିଭ

ଭୁବନେଶ୍ୱର,୨।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ ମହାମାରୀ କରୋନା କବଳରେ। ବୁଧବାର ୨୦୩ ଦେଶ ଏବଂ ଦୁଇଟି ଜାହାଜରେରେ କରୋନା ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହା ସମାନ…

4 years ago

୧୪ ଦିନ ମଧ୍ୟରେ ବିଦେଶରୁ କିମ୍ବା ଓଡ଼ିଶା ବାହାରୁ ଫେରିଥିଲେ ଘରେ ରହିବାକୁ ପରାମର୍ଶ, ସ୍ବାସ୍ଥ୍ୟ ସମସ୍ୟା ହେଲେ ୧୦୪ନଂ ଫୋନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨।୪(ବ୍ୟୁରୋ): ଯେଉଁମାନେ ବିଦେଶରୁ କିମ୍ବା ଓଡ଼ିଶା ବାହାର ରାଜ୍ୟରୁ ଗସ୍ତ ସାରି ଗତ ୧୪ ଦିନ ମଧ୍ୟରେ ଫେରିଛନ୍ତି, ସେମାନଙ୍କୁ ଘରେ ରହିବାକୁ ପରାମର୍ଶ। ଅଲଗା ଘରେ…

4 years ago

କରୋନା କଟକଣା ଭାଙ୍ଗିବା ଅଭିଯୋଗ: ୨୪୫ ମାମଲା ରୁଜୁ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ୨୧ ଦିନିଆ କଟକଣା ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ବିଭିନ୍ନ ଛକ ସ୍ଥାନରେ ପୋଲିସମାନେ ଗାଡ଼ିମୋଟର ଯାତାୟାତ…

4 years ago

ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨…

4 years ago

ନିଜାମୁଦ୍ଦିନ ଯାଇଥିବା ଲୋକେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ: ଡିଏମ୍‌ଇଟି

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାରୁ ଫେରିଥିବା ଲୋକଙ୍କୁ ଅନୁଧ୍ୟାନ କରାଯାଉଛି। ତେବେ ଏହା ଅନ୍ୟମାନଙ୍କୁ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ନିଜର ପରୀକ୍ଷା କରାଇ…

4 years ago

୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦ ଓ…

4 years ago

ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ…

4 years ago