ମେଟ୍ରୋ

ଲିଙ୍ଗରାଜଙ୍କ ନୀତି ବନ୍ଦ

ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର ହାଣ୍ଡିଭଙ୍ଗା…

4 years ago

ନିଜାମୁଦ୍ଦିନ୍‌ରୁ ଓଡ଼ିଶାକୁ ଫେରିଥିବା ୬ବିଦେଶୀଙ୍କ ସମେତ ୨୦ ଚିହ୍ନଟ: ୧୫ଜଣଙ୍କ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ କରାଯାଇ…

4 years ago

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ଦୁଗ୍ଧଚାଷୀମାନେ ମଧ୍ୟ ବ୍ୟାପକ କ୍ଷତି ସହିବାରେ ଲାଗିଛନ୍ତି। ସେମାନେ ଆଉ ପୂର୍ବଭଳି କୌଣସି ସଂସ୍ଥାକୁ କ୍ଷୀର ଯୋଗାଇପାରୁ ନ ଥିବାବେଳେ ଦୋକାନ,…

4 years ago

ଇସ୍ପାତ କ୍ଷେତ୍ରରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୫୦୦କୋଟି

ଭୁବନେଶ୍ୱର, ୨।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ତୈଳ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ କର୍ମଚାରୀମାନେ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏକକାଳୀନ ସର୍ବାଧିକ ଟଙ୍କା ଦାନ କରିଥିଲେ।…

4 years ago

ଘରେ ପାଳନ ହେଲା ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪(ବ୍ୟୁରୋ): ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ୮୫ ବର୍ଷରେ ପଦାର୍ପଣ କରିଛି ଓଡ଼ିଶା। ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଏପ୍ରିଲ ୧ରେ ରାଜ୍ୟ ତଥା ବାହାରେ ମହାଆଡ଼ମ୍ବରରେ ପାଳନ…

4 years ago

ଭେଣ୍ଡିଂ ଜୋନ୍‌ରେ ଜଳିଗଲା ୮ ଦୋକାନ

ଭୁବନେଶ୍ୱର,୨।୪ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏଜି ଛକ ନିକଟ ଭେଣ୍ଡିଂଜୋନ୍‌ରେ ବୁଧବାର ରାତି ପ୍ରାୟ ୯ଟାରେ ନିଆଁ ଲାଗି ୮ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ…

4 years ago

ନିରାଡ଼ମ୍ବରରେ ଜନ୍ମଦିନ ପାଳିବେ ପ୍ରଭୁ ଶ୍ରୀରାମ

ଭୁବନେଶ୍ୱର,୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି ରାଜ୍ୟର ସମସ୍ତ ମଠ, ମନ୍ଦିର ଓ ମସ୍‌ଜିଦ। ଏଭଳିସ୍ଥଳେ ଗୁରୁବାର ହେଉଛି ପବିତ୍ର ରାମନବମୀ। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର…

4 years ago

ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍‌…

4 years ago

ଅଟୋ, ଟ୍ରକ୍‌ ଚାଳକଙ୍କ ପରିବାରରେ ଭାଳେଣି

ଭୁବନେଶ୍ୱର,୨।୪ (ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ୨୧ ଦିନିଆ ଲକ୍‌ଡାଉନ୍‌ ବିଶେଷକରି ନିମ୍ନ ଓ ମଧ୍ୟବିତ୍ତଙ୍କ ପାଇଁ କାଳ ହୋଇଛି। ଗାଡିମୋଟର ଚଳାଚଳ ବନ୍ଦ…

4 years ago

ପୂର୍ବତନ ବରିଷ୍ଠ ପ୍ରଶାସକଙ୍କ ପରଲୋକ

ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତନ ବରିଷ୍ଠ ପ୍ରଶାସକ ବାଞ୍ଛାନିଧି ବିଶୋୟୀଙ୍କର ଝାରପଡାସ୍ଥିତ ବାସଭବନରେ ବୁଧବାର ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କ ବୟସ ୯୫ ବର୍ଷ ହୋଇଥିଲା। ଶେଷ…

4 years ago