ମେଟ୍ରୋ

୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା…

4 years ago

ଏମ୍‌ସରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସି ପରେ ଓଡ଼ିଶାର ଦ୍ୱିତୀୟ ନମୁନା ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଭୁବନେଶ୍ବର ଏମ୍‌ସରେ ରାଜ୍ୟର ଦ୍ୱିତୀୟ କରୋନା ଭୂତାଣୁ (କୋଭିଡ-୧୯) ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। କେନ୍ଦ୍ର ସରକାରଙ୍କ ଅନୁମତି ମିଳିବା ପରେ ବୁଧବାରଠାରୁ ଏଠାରେ ନମୁନା…

4 years ago

ଟ୍ରେଡ୍‌ ଲାଇସେନ୍ସ ବିନା ସାମଗ୍ରୀ ପାଇଁ ଆସିପାରିବେନି ବ୍ୟବସାୟୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଏଣିକି ଟ୍ରେଡ୍‌ ଲାଇସେନ୍ସ ନ ଥିଲେ ବ୍ୟବସାୟୀ ନିଜ ଅଞ୍ଚଳରୁ ବାହାରି ପରିବା କିମ୍ବା ଗ୍ରସେରି ସାମଗ୍ରୀ ଆଣିବା ପାଇଁ ଆସିପାରିବେନି। ବିଭିନ୍ନ ସ୍ଥାନରେ କେତେକ…

5 years ago

ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍‌: ଆଇସୋଲେଶନରେ ୩୬ଜଣ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର ୮…

5 years ago

ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ; ସେମାନେ ୧୪ ଦିନ ସଂଗରୋଧରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଗତ କିଛି ଦିନ ମଧ୍ୟରେ ରାଜ୍ୟ ବାହାରୁ ପାଖାପାଖି ୭୮,୨୩୩ ଜଣ ବ୍ୟକ୍ତି ଫେରି ଆସିଛନ୍ତି। ପ୍ରାୟ ସମସ୍ତେ ଅନ୍ୟ ରାଜ୍ୟରେ ଥିଲେ। ସେମାନଙ୍କ ମଧ୍ୟରୁ…

5 years ago

କରୋନା ପ୍ରତିରୋଧ ବ୍ୟବସ୍ଥା ଲାଗି ୩୦ ଜିଲାକୁ ୪୪.୫୦ କୋଟି: ଔଷଧ ଯୋଗାଣକାରୀ ସଂସ୍ଥାକୁ ଦିଆଯିବ ଇନ୍‌ସେନ୍‌ଟିଭ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଏଥିରେ ଡାକ୍ତର ତଥା…

5 years ago

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍‌ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ…

5 years ago

ଓୟୁଏଟି ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଭୁବନେଶ୍ୱର,୨୫ା୩ (ବ୍ୟୁରୋ): କୋଭିଡ୍‌-୧୯ର ସଂକ୍ରମଣକୁ ଏଡ଼ାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାମ୍ପ୍ରତିକ ଏପରି ପରିସ୍ଥିତିକୁ ମୁକାବିଲା କରିବା ପାଇଁ…

5 years ago

ବିଦେଶ ଫେରନ୍ତାଙ୍କ ନାମରେ ମାମଲା ରୁଜୁ

ବାରଙ୍ଗ,୨୫।୩ (ଡି.ଏନ.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାର ଦେଶକୁ ୨୧ଦିନ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏ ନେଇ ଚାରିଆଡ଼େ ନୀରବତା ଖେଳିଯାଇଛି।…

5 years ago

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍‌-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍‌ଆର୍‌ଏଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି।…

5 years ago