ମେଟ୍ରୋ

କରୋନାକୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌: ବାଗ୍‌ଚୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): କରୋନା ସହ ଦୀର୍ଘ ୬ ମାସର ଯୁଦ୍ଧ। ଆହୁରି ୧୭୨ ଦିନ ବାକି। କରୋନା ଭାଇରସ୍‌କୁ ନକ୍‌ ଡାଉନ୍‌ ପାଇଁ ଲକ୍‌ ଡାଉନ୍‌ କରିବା ଲାଗି…

5 years ago

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ ସରକାରଙ୍କ…

5 years ago

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।…

5 years ago

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ…

5 years ago

ରାଜଧାନୀରେ କୁଆପଥର ବର୍ଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀରେ କୁଆପଥର ବର୍ଷା। ଶନିବାର ଅପରାହ୍ନ ୧ଟା ପରଠାରୁ ପ୍ରବଳ ବର୍ଷା ସହ କୁଆପଥର ପଡ଼ୁଥିବା ଦେଖିବାକୁ ମିଳିଛି। ପାଗରେ ହଠାତ୍‌ ପରିବର୍ତ୍ତନ ଫଳରେ ଜନଜୀବନ…

5 years ago

୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ସତର୍କ…

5 years ago

୨.୧୧% ସୁଧ ହାରରେ ଟଙ୍କା ଫେରିଲା, ବାକି କୁଆଡ଼େ ଗଲା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟ ସରକାର କିଛି ଅଧିକା ସୁଧ ଆଶାରେ ଶ୍ରୀମନ୍ଦିର ଜମା ଅର୍ଥକୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଘରୋଇ ବ୍ୟାଙ୍କରେ ରଖିଥିଲେ।…

5 years ago

‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା ବେଳେ…

5 years ago

ରାଜ୍ୟ ସଭାରେ ଏକାଧିକ ଦାବି ଉଠାଇଲେ ସସ୍ମିତ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ବ୍ରହ୍ମପୁର ରାଜ୍ୟର ଏକ ପ୍ରମୁଖ ସହର। ହେଲେ ଏଠାରେ ଆକାଶମାର୍ଗରେ ଯୋଗାଯୋଗ ବ୍ୟବସ୍ଥା ନାହିଁ। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଉତ୍ତର ପ୍ରଦେଶର ଆଲ୍ଲାହାବାଦ(ପ୍ରୟାଗରାଜ)…

5 years ago

କରୋନା ସକାଶେ ଆଜି ସବୁ ପୌରାଞ୍ଚଳ ଓ୍ବାର୍ଡରେ ବୈଠକ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସହରାଞ୍ଚଳ ଲୋକଙ୍କୁ କରୋନା ସଂକ୍ରାନ୍ତରେ ସଚେତନ କରିବା ପାଇଁ ଶନିବାର ସବୁ ପୌରାଞ୍ଚଳର ପ୍ରତ୍ୟେକ ଓ୍ବାର୍ଡରେ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ରାଜ୍ୟ ସରକାର…

5 years ago