ମେଟ୍ରୋ

ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍‌ ସମସ୍ତଙ୍କଠାରୁ ଧନୀ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା…

5 years ago

ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ

ପୁରୁଣା ଭୁବନେଶ୍ୱର, ୧୨ା୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିରରେ ଥରକୁ ଥର ପରମ୍ପରା ଭଙ୍ଗ ହେବା ନେଇ ଜନ ଅସନ୍ତୋଷ ଦେଖାଦେଇଛି। ସୋମବାର ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ…

5 years ago

ବସ୍‌ ମାଲିକଙ୍କୁ ଆକ୍ରମଣ ଘଟଣା:୨ ଗିରଫ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୁତ୍ତମାନେ ରବିବାର ବସ୍‌ ମାଲିକ ଆଇଗିଣିଆର ବିମ୍ବାଧର ସୁନ୍ଦରାୟଙ୍କୁ ଗୁଳି ମାଡ଼ କରିବା ସହ ଗୋଡେଇ ଗୋଡେଇ ହାଣିଥିଲେ। ଏହି…

5 years ago

ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର…

5 years ago

ଦାୟିତ୍ୱ ନେଲେ ମେହେର୍ଦ୍ଦା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ…

5 years ago

ଚିକିତ୍ସାଧୀନ ଅବସ୍ଥାରେ ନୀଳ ଇଗୁଆନା ଏଣ୍ଡୁଅ ମୃତ

ବାରଙ୍ଗ,୧୨ା୩(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଆମେରିକାନ ନୀଳ ଇଗୁଆନା ଏଣ୍ଡୁଅର ମଙ୍ଗଳବାର ମୃତ୍ୟୁ ଘଟିଛି। ତେବେ ବୁଧବାର ତା’ର ବ୍ୟବଚ୍ଛେଦ ପରେ ତା’…

5 years ago

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ ଘଟଣା…

5 years ago

ସରିଲା ମହିଳା ୱେଲ୍ଡିଂ ଲିଗ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଫ୍ରୋନିୟସ୍‌…

5 years ago

ହୋଲିକୁ ଫିକାକଲା କରୋନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): କରୋନା ଭୟରେ ଏଥର ଫିକା ପଡ଼ିଥିଲା ହୋଲି। ତେବେ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଲୋକେ ଧୁମ୍‌ଧାମରେ ରଙ୍ଗ ପର୍ବକୁ…

5 years ago

ସୁନା ଲୋଭ ଦେଖାଇ କନ୍‌ଷ୍ଟେବଳଙ୍କଠାରୁ ୬ ଲକ୍ଷ ଠକେଇ

କଟକ ରୋଡ୍‌,୧୨ା୩(ଡି.ଏନ୍‌.ଏ.): ସୁନା ଲୋଭ ଦେଖାଇ ଜଣେ କନ୍‌ଷ୍ଟେବଳଙ୍କ ଠାରୁ ୬ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ସୋମବାର ୪ଜଣଙ୍କୁ ଗିରଫ କରି କୋର୍ଟ…

5 years ago