ମେଟ୍ରୋ

ଆଜି ବିଜୁ ଜୟନ୍ତୀ, ପଞ୍ଚାୟତିରାଜ ଦିବସ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସକୁ ଗୁରୁବାର ବିଜେଡି ପକ୍ଷରୁ ସମଗ୍ର ରାଜ୍ୟରେ ପାଳନ କରାଯିବ। ବିଜୁ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ…

5 years ago

ମଧୁସୂଦନ ଲ’ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର, ୫ା୩(ବ୍ୟୁରୋ): କଟକ ମଧୁସୂଦନ ଲ’ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିଛି। କଲେଜ ବଦଳରେ ‘ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ’ରେ ପରିଣତ ହୋଇଥିବା ନେଇ ବୁଧବାର ଉଚ୍ଚଶିକ୍ଷା…

5 years ago

‘ପକ୍କାଘର ଯୋଗ୍ୟତା କାର୍ଡ’ ବଣ୍ଟନର ଶୁଭାରମ୍ଭ ଆଜି

ଭୁବନେଶ୍ୱର,୫ା୩(ବ୍ୟୁରୋ): ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ। ଗୁରୁବାର ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ…

5 years ago

ନିୟମିତ ହେଲେ ୪୪୯ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ରାଜ୍ୟରେ ହାଇସ୍କୁଲ ସ୍ତରରେ ନିଯୁକ୍ତି ପାଇଥିବା ୪୪୯ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟମିତ କରାଯାଇଛି। ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

5 years ago

ଯାଜପୁର ବିଧାୟକ ପ୍ରଣବଙ୍କୁ ନୂଆ ଦାୟିତ୍ୱ: ହେଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିଜେଡିର ସାଙ୍ଗଠନିକ ସମ୍ପାଦକ ଭାବେ ପ୍ରଣବଙ୍କୁ ଦାୟିତ୍ୱ ମିଳିଛି। ସେ ଏବେ ଦଳର…

5 years ago

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୫ା୩(ବ୍ୟୁରୋ): ପାହାଡରେ ଛେଳି ଚରାଉଥିବା ୧୨ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲା ଦୌରାଜଜ୍‌(୪) ତଥା ସ୍ବତନ୍ତ୍ର ପୋକ୍ସୋ ବିଚାରପତି ସତ୍ୟରଞ୍ଜନ ପ୍ରଧାନ ଅଭିଯୁକ୍ତଙ୍କୁ…

5 years ago

ଖୋର୍ଦ୍ଧାରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୫ା୩ (ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ମଙ୍ଗଳବାର ରାତିରେ ଖୋର୍ଦ୍ଧାରେ ଚଢ଼ାଉ କରି ୩୦୫ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରିଛି।…

5 years ago

ବିରଳ ବ୍ୟକ୍ତିତ୍ୱ

କେବଳ ଓଡ଼ିଶା କି ଭାରତ ନୁହେଁ, ବିଦେଶରେ ମଧ୍ୟ ଏକ ଚର୍ଚ୍ଚିତ ଓ ବିରଳ ବ୍ୟକ୍ତିତ୍ୱ ହେଲେ ବିଜୁ ପଟ୍ଟନାୟକ (ବିଜୟାନନ୍ଦ ପଟ୍ଟନାୟକ)। ବିଜୁ ବାବୁ ନାମରେ…

5 years ago

ରବିନାରାୟଣଙ୍କୁ ଭଞ୍ଜଭାରତୀ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସାରସ୍ବତ ସୃଷ୍ଟିରେ ଭରିରହିଛି କାଳଜୟୀ ମୂଲ୍ୟବୋଧର ଉଚ୍ଚାଙ୍ଗ ଦିଗ୍‌ଦର୍ଶନ। ସାହିତ୍ୟ ଓ ସାମାଜିକ ଜୀବନର ଅମୂଲ୍ୟ ସମ୍ପଦ ବୋଲି…

5 years ago

ଭୁବନେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା…

5 years ago