ମେଟ୍ରୋ

ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍‌ସନ୍‌ଭୋଗୀଙ୍କ ମୁଖ୍ୟ ଓ…

5 years ago

‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ…

5 years ago

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି

ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ  ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍‌ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ…

5 years ago

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼…

5 years ago

‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ

ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ…

5 years ago

ଜେଜିଏଲ୍‌ଏସ୍‌କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା

ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍‌ଏସ୍‌)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍‌ ଓ୍ବାର୍ଲଡ…

5 years ago

ରାସ୍ତାକଡ଼ରେ ଖୋଲିପାରିବନି ରଙ୍ଗ ଦୋକାନ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ହୋଲି ପର୍ବ ପାଳିତ ହେବ। ଏଥିପାଇଁ ବ୍ୟବସାୟୀମାନେ ଭୁବନେଶ୍ୱରର ଏଣେତେଣେ କି ରାସ୍ତାକଡ଼ରେ ରଙ୍ଗ ବେପାର କରିବେ। ତେଣୁ ଏଥିରେ ରୋକ…

5 years ago

ଡରାଇଲାଣି ଘାତକ କରୋନା: ଆଡ୍‌ଭାଇଜରି ଜାରି କଲେ ଏସ୍‌ଆର୍‌ସି, ଜାଣନ୍ତୁ କ’ଣ କରିବେ/ନ କରିବେ

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସିଙ୍କ ପକ୍ଷରୁ ଆଡ୍‌ଭାଇଜରି ଜାରି କରାଯାଇଛି। ତଦନୁଯାୟୀ -କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ। -ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ…

5 years ago

ହାତ ମିଳାଅନି, ଆଲିଙ୍ଗନ କରନି

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି। ଏନେଇ ସୂଚନା ଦେଇ ସ୍ବାସ୍ଥ୍ୟ ସଚିବ କହିଛନ୍ତି, ରାଜ୍ୟରେ କରୋନା ରକ୍ତ…

5 years ago

ମଧୁସୂଦନ ପାଢ଼ୀ ହେଲେ ପରିବହନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀଙ୍କୁ ପରିବହନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଚକବନ୍ଦୀ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପୂର୍ବରୁ…

5 years ago