ମେଟ୍ରୋ

ଭାଷାଗତ ଶାଳୀନତାକୁ ନେଇ ଆପତ୍ତି ଉଠାଇଲେ ଅମର

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବାଚସ୍ପତିଙ୍କ ଭାଷାଗତ ଶାଳୀନତାକୁ ନେଇ ବରିଷ୍ଠ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ଆପତ୍ତି ଉଠାଇଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଛନ୍ତି ଯେ,…

5 years ago

ରାଜ୍ୟରେ ମୁଣ୍ଡପିଛା ଋଣ ୧୮ ହଜାର: ଚଳିତବର୍ଷ ରାଜ୍ୟରେ ଋଣ ଭାର ୧ଲକ୍ଷ କୋଟିକୁ ଟପିବ ବୋଲି ଆକଳନ କରାଯାଇଛି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ ମୁଣ୍ଡପିଛା ଋଣ ହାର ବୃଦ୍ଧି ପାଇଚାଲିଛି। ଏହି ଭାର ୧୮ ହଜାର ୪୯୭ ଟଙ୍କାରେ ପହଞ୍ଚତ୍ଛି। ବିଜେଡି ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ…

5 years ago

ନୂତନ, ସଶକ୍ତ ଓଡ଼ିଶା ଗଠନ ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଲୋକ କୈନ୍ଦ୍ରିକ ଶାସନ ହେଉଛି ଗଣତନ୍ତ୍ରର ମୁଖ୍ୟ ଆକର୍ଷଣ। ଓଡ଼ିଶାବାସୀଙ୍କ ଲଗାତର ଭରସା ମୋ ସରକାରକୁ ଭଲ କାମ କରିବାକୁ ପ୍ରେରଣା ଏବଂ ଶକ୍ତି ଯୋଗାଇଛି।…

5 years ago

ବିଲ୍‌କୁ ସମର୍ଥନ, ତରବରିଆ ନିଷ୍ପତ୍ତିକୁ ନାପସନ୍ଦ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ସ୍ବତନ୍ତ୍ରଭାବେ ଓଡ଼ିଶାର ପଛୁଆ ବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ବିଲ୍‌ ସୋମବାର ବିଧାନସଭାରେ ପାରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା…

5 years ago

‘ପଛୁଆବର୍ଗଙ୍କ ବିକାଶ ପାଇଁ ରାଜ୍ୟ ସରକାର ବଦ୍ଧ ପରିକର’

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାର ପଛୁଆବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ସଂଶୋଧନ) ବିଲ୍‌ ୨୦୨୦ ସୋମବାର ବିଧାନସଭାରେ ଅନୁମୋଦନ ଲାଭ କରିଛି।…

5 years ago

୨୦୭୭୧.୬୪ କୋଟି ସୁପାରିସ କଲେ ପଞ୍ଚମ ଅର୍ଥ କମିଶନ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ରୁ ୨୦୨୪-୨୫ ପର୍ଯ୍ୟନ୍ତ ପଞ୍ଚାୟତିରାଜ ସଂସ୍ଥା ଏବଂ ପୌରସଂସ୍ଥା ପାଇଁ ରାଜ୍ୟ ସରକାରଙ୍କ ପଞ୍ଚମ ଅର୍ଥ କମିଶନ ବ୍ୟୟବରାଦ କରିଛନ୍ତି। ଏହି ସମୟରେ ଉକ୍ତ ସଂସ୍ଥାଗୁଡିକ…

5 years ago

ଆଜି ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅପରାହ୍ନରେ ବଜେଟ୍‌ ଉପସ୍ଥାପନ କରିବେ। ଆସନ୍ତା ବଜେଟ୍‌ ୧.୫ ଲକ୍ଷ କୋଟି ଟଙ୍କା…

5 years ago

ସଚିିବାଳୟ କର୍ମଚାରୀ ମହାସଂଘ ପକ୍ଷରୁ ୫% ମହଙ୍ଗା ଭତ୍ତା ଦାବି

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଗତ ଶନିବାର ନିଷ୍ପତ୍ତି ଅନୁଯାୟୀ ସଚିବାଳୟରେ କାର୍ଯ୍ୟରତ ସମସ୍ତ ବର୍ଗର କର୍ମଚାରୀଙ୍କୁ ନେଇ ଏକ ”ସଚିିବାଳୟ କର୍ମଚାରୀ ମହାସଂଘ“ ଗଠନ କରାଯାଛି। ମିଳିତ ଭାବେ ଏକ…

5 years ago

ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି, ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ: ସିଏଚ୍‌ଏସ୍‌ଇ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଚ୍‌ଏସ୍‌ଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ…

5 years ago

ରାଜ୍ୟର ଅଭିବୃଦ୍ଧି ଖସିଲା: କୃଷି ଉତ୍ପାଦନ ହ୍ରାସ, ବାତ୍ୟାକୁ ଦାୟୀ କଲେ ସରକାର

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ତଳକୁ ଖସିଛି। ୨୦୧୮-୧୯ରେ ଏହି ଅଭିବୃଦ୍ଧି ହାର ୭.୯୦ ପ୍ରତିଶତ ଥିବାବେଳେ ୨୦୧୯-୨୦ରେ ଏହା ୬.୧୬ ପ୍ରତିଶତକୁ ଖସିଯାଇଛି। ସୋମବାର ବିଧାନସଭାରେ…

5 years ago