ମେଟ୍ରୋ

ବିନା ଅନୁମତିରେ ଚାଲିଛି ଶତାଧିକ ବିଦ୍ୟାଳୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଅର୍ଗାନାଇଜେଶନ୍‌ ଅଫ୍‌ ପ୍ୟାରେଣ୍ଟ ଆସୋସିଏଶନ୍‌ ଫୋରମ୍‌ (ଓପାଫ୍‌) ତରଫରୁ ଘରୋଇ ବିଦ୍ୟାଳୟଗୁଡ଼ିକରେ ମନମୁଖି କାର୍ଯ୍ୟକଳାପ, ଗଣଶିକ୍ଷା ବିଭାଗର ନୀରବତା ଓ ସିବିଏସ୍‌ଇର ସ୍ଥାଣୁତା ଉପରେ…

5 years ago

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ

ଭୁବନେଶ୍ୱର,୮ା୨(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ନ୍ୟାଶନାଲ ଡିଫେନ୍ସ କଲେଜର ଏକ ପ୍ରତିନିଧି ଦଳ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏୟାରଚିଫ୍‌ ମାର୍ଶଲ ବି.ଭି ଉପାଧ୍ୟାୟଙ୍କ ନେତୃତ୍ୱରେ ଲୋକସେବା…

5 years ago

ଭଲ କାମ ପାଇଁ ପୁରସ୍କୃତ ହେଲେ ୭ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ଆମ୍ବୁଲାନ୍ସ ସେବା ୧୦୮ ଏବଂ ୧୦୨ ପରିଚାଳନା କରୁଥିବା ଜିକିତ୍ସା ହେଲଥ୍‌କେୟାର ପକ୍ଷରୁ ଓଡ଼ିଶା ସ୍କଲାରଶିପ୍‌ ପ୍ରୋଗ୍ରାମ-୨୦୨୦ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି।…

5 years ago

ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ ଘେରକୁ…

5 years ago

କରୋନା ମୁକାବିଲା ଚିନ୍ତା: ସ୍କୁଲଗୁଡ଼ିକ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭାଇରସ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍କୁଲଗୁଡ଼ିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖାଦ୍ୟ ଖାଇବା ପୂର୍ବରୁ ଭଲ ଭାବେ ସାବୁନରେ…

5 years ago

କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ…

5 years ago

ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା…

5 years ago

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି ଅପରେଶନରେ…

5 years ago

ଓସା ନିର୍ବାଚନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୭।୨ (ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ସମୟ ଅତିକ୍ରାନ୍ତ ହୋଇଯାଇଛି। ନୂତନ ଭାବେ ନିଯୁକ୍ତି ପାଇଥିବା ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଏବଂ କେତେକ ବରିଷ୍ଠ…

5 years ago

ଜେଡିସିଏ ଅନ୍ତର୍ଜାତୀୟ ପ୍ରାମାଣିକ ଚଳଚ୍ଚିତ୍ର ଉତ୍ସବ: ଫିଲ୍ମ ନିର୍ମାଣ ପ୍ରତି ବଢ଼ୁଛି ଓଡ଼ିଶା ଯୁବପିଢ଼ିଙ୍କ ଆଗ୍ରହ

ଭୁବନେଶ୍ୱର,୭।୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ (ଜେଡିସିଏ) ପକ୍ଷରୁ ହେବାକୁ ଥିବା ତ୍ରୟୋଦଶ ଅନ୍ତର୍ଜାତୀୟ କଳା ଓ କଳାକାର ପ୍ରାମାଣିକ ଚଳଚ୍ଚିତ୍ର ଉତ୍ସବକୁ ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ…

5 years ago