ମେଟ୍ରୋ

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା: ଯୋଗଦେଇଛନ୍ତି ସାରା ଦେଶର ସାଧୁସନ୍ଥ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା। ଭୋର୍‌ରୁ ସାଧୁସନ୍ଥମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ମେଳାସ୍ଥଳରେ…

5 years ago

କ୍ୟାନ୍‌ସର: ପ୍ରଥମେ ସଚେତନତା ଆବଶ୍ୟକ

ଭୁବନେଶ୍ୱର, ୨।୨(ବ୍ୟୁରୋ): କର୍କଟ ରୋଗ ବା କ୍ୟାନ୍‌ସର ଅର୍ଥ ମୃତ୍ୟୁ। କ୍ୟାନ୍‌ସର ପୀଡ଼ିତଙ୍କ ମୃତ୍ୟୁ ସୁନିଶ୍ଚିତ ବୋଲି ସାଧାରଣରେ ଲୋକେ ଭାବିଥାନ୍ତି। ପୁଣି ଅନେକ ସ୍ଥାନରେ କ୍ୟାନ୍‌ସରକୁ…

5 years ago

ଶୁଚିସ୍ମିତା ମନ୍ତ୍ରୀ ହେଲେ ସାହିତ୍ୟ ଏକାଡେମୀ ସଚିବ

ଭୁବନେଶ୍ୱର,୨।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ଶୁଚିସ୍ମିତା ମନ୍ତ୍ରୀ। ପୂର୍ବତନ ସଚିବ…

5 years ago

ଓଡ଼ିଶା ଭଳି ରାଜ୍ୟକୁ ଅଧିକ ଲାଭ ଦେବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୨(ବ୍ୟୁରୋ): ସାଧାରଣ ବଜେଟ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ବିତ ହେବେ। ଓଡ଼ିଶା ଭଳି ରାଜ୍ୟରେ…

5 years ago

କମିଲା ବସ୍‌ ଭଡ଼ା: କିଲୋମିଟର ପିଛା ୧ ଓ ୨ ପଇସା

ଭୁବନେଶ୍ୱର,୨।୨(ବ୍ୟୁରୋ): ତୈଳ ଦର ହ୍ରାସ ପାଇବା ଯୋଗୁ ରାଜ୍ୟରେ ବସ୍‌ ଭଡା କମିଛି। ଏ ନେଇ ଶନିବାର ରାଜ୍ୟ ପରିବହନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

5 years ago

କେନ୍ଦ୍ର ବଜେଟ: ଓଡ଼ିଶାକୁ ଅଣଦେଖା

ଭୁବନେଶ୍ୱର,୨।୨(ବ୍ୟୁରୋ): ସବୁ ସମୟରେ ଓଡିଶା କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବର ଶିକାର ହୋଇ ଆସୁଛି। ଶନିବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ୨୦୨୦-୨୧ ଆର୍ଥିକବର୍ଷର ବଜେଟରେ ମଧ୍ୟ…

5 years ago

ଆଜିର ବଜେଟ ଚାଷୀଙ୍କ ଲାଗି ଆଶାଶୂନ୍ୟ: ସୋଲାଙ୍କି

ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଦେଶ କିଷାନ କଂଗ୍ରେସର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅମିୟ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)…

5 years ago

କଟକ ସୌନ୍ଦର୍ଯ୍ୟକରଣ ଅତ୍ୟାଧୁନିକ ପଦ୍ଧତିରେ କର: ମନ୍ତ୍ରୀ

ଭୁବନେଶ୍ୱର,୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ କଟକ ଗସ୍ତ କରି ସହରର ସୌନ୍ଦର୍ଯ୍ୟକରଣ ଲାଗି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସବୁଠାରୁ ପୂରୁଣା ସହର କଟକର…

5 years ago

ଏଥର ଆକାଂକ୍ଷାର ୫ ବର୍ଷ: ସମୀର

ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳିର ବଜେଟ ଆମ ଦେଶର ଆର୍ଥିକ ପ୍ରଗତିକୁ ଆଗେଇ ନେବ। ପାର୍ଲାମେଣ୍ଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ…

5 years ago

କରୋନା ପାଇଁ ମକ୍‌ଡ୍ରିଲ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ନଭେଲ୍‌ କରୋନା ଭୂତାଣୁର ସମ୍ଭାବ୍ୟ ସଂକ୍ରମଣ ମୁକାବିଲା ଲାଗି ଶୁକ୍ରବାର ଏକ ମକ୍‌ଡ୍ରିଲ୍‌ ଆୟୋଜିତ ହୋଇଯାଇଛି। ଡିଏମ୍‌ଇଟି ପ୍ରଫେସର ଡା. ସିବିକେ ମହାନ୍ତି, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

5 years ago