ମେଟ୍ରୋ

କୁମାରଖୁଣ୍ଟିକୁ ଆସିଲା ନରହନ୍ତା ଦନ୍ତା

ବାରଙ୍ଗ,୨୯ା୧(ଡି.ଏନ୍‌.ଏ.): ଯାଜପୁରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଚନ୍ଦକା-ଡମପଡ଼ା ଅଭୟାରଣ୍ୟର କୁମାରଖୁଣ୍ଟିକୁ ଅଣାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀକୁ ଗୋଡ଼ିବାଲି ଦେଇ କୁମାରଖୁଣ୍ଟିକୁ ଅଣାଯାଇଥିଲା। ତେବେ…

5 years ago

ଦଶମ ଶ୍ରେଣୀରେ ପଢ଼ାଯିବ ସଡ଼କ ସୁରକ୍ଷା ପାଠ୍ୟକ୍ରମ, ଆଗାମୀ ଶିକ୍ଷାବର୍ଷରୁ ହେବ ସାମିଲ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଏଣିକି ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଛାତ୍ରୀଛାତ୍ରମାନେ ସଡ଼କ ସୁରକ୍ଷା ସମ୍ପର୍କିତ ବିଷୟ ପଢ଼ିବେ। ଆଗାମୀ ଶିକ୍ଷାବର୍ଷରୁ ୧୦ମ ପାଠ୍ୟକ୍ରମରେ ଏହା ରଖାଯିବ। ତେବେ ବିଷୟବସ୍ତୁ କିପରିି…

5 years ago

ମହିଳା ଆଇନଜୀବୀ ଦୀପାଳି ଆତ୍ମହତ୍ୟା ମାମଲା: ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ପୁରୁଷ ବନ୍ଧୁଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୨୯ା୧(ବ୍ୟୁରୋ):ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଇଥିବା ପୁରୁଷ ବନ୍ଧୁ ବିକ୍ରମ ମିଶ୍ର ମଙ୍ଗଳବାର ଖୋର୍ଦ୍ଧା ଦୌରାଜଜ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।…

5 years ago

ମାଛ, ସୁଜି, ବିଲାତି ଭିତରେ ଆସୁଛି ବ୍ରାଉନସୁଗାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଓଡ଼ିଶାରେ ଚାଲିଥିବା ବ୍ରାଉନସୁଗାର ର଼୍ୟାକେଟର ଚେର ବାଂଲାଦେଶକୁ ଲମ୍ବିଛି। କେତେବେଳେ ଭାୟା କଲିକତା ଦେଇ ତ ପୁଣି କେତେବେଳେ ବଙ୍ଗୋପସାଗର ଦେଇ ଓଡ଼ିଶାକୁ ପଶୁଛି ବ୍ରାଉନସୁଗାର।…

5 years ago

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ…

5 years ago

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ…

5 years ago

ପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲା

ପୁରୁଣା ଭୁବନେଶ୍ୱର,୨୯।୧  (ଡି.ଏନ.ଏ.):ପୁଡୁଚେରିର ଆରୋଧନ ଗ୍ୟାଲେରୀ ଦ୍ୱାରା ବିଶ୍ୱର କେତେଜଣ ବିଶିଷ୍ଟ ଚିତ୍ରକର, ମୂର୍ତ୍ତିିକାର, ନୃତ୍ୟଶିଳ୍ପୀ, ଲେଖକ, ଅଭିନେତା, ଫଟୋ ଗ୍ରାଫର ଓ ସଙ୍ଗୀତ ଶିଳ୍ପୀଙ୍କ କୃତୀକୁ…

5 years ago

ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍‌ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା…

5 years ago

ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର…

5 years ago

ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍‌ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ…

5 years ago