ମେଟ୍ରୋ

ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାରେ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ: ମୃତାହତଙ୍କୁ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ସଂଯୋଗ କରୁଥିବା ବିଲ୍ଡିଂର ଛାତ ଭୁଶୁଡ଼ିବା ଘଟଣାରେ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା ଦିଲୀପ କନ୍‌ଷ୍ଟ୍ରକ୍‌ଶନ। ମୃତକଙ୍କ…

5 years ago

କରୋନା ଭୂତାଣୁ ପାଇଁ ଆତଙ୍କିତ ହେବାର ନାହିଁ, ସରକାର ଅଛନ୍ତି ପ୍ରସ୍ତୁତ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): କରୋନା ଭୂତାଣୁର ମୁକାବିଲା ପାଇଁ ସତର୍କ ଅଛନ୍ତି ରାଜ୍ୟ ସରକାର। ତେଣୁ ଏନେଇ ଆତଙ୍କିତ ହେବାର ନାହିଁ ବୋଲି ମଙ୍ଗଳବାର ସବୁ ଜିଲାର ସିଡିଏମଓଙ୍କ…

5 years ago

ବିଜେଡି ସଂସଦୀୟ ଦଳର ବୈଠକ ଶେଷ; ଏନ୍‌ପିଆର, ମହାନଦୀ, ପୋଲାଭରମ ପ୍ରସଙ୍ଗ ଉଠାଇବ ଦଳ: ପିନାକୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜେଡିର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ…

5 years ago

ଓୟୁଏଟିରେ କୁକୁଡ଼ା ମରା ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି। ମଙ୍ଗଳବାର ସେଠାରେ କୁକୁଡ଼ା…

5 years ago

ଜାନୁୟାରୀରୁ ୩୧ରୁ ଭୁବନେଶ୍ୱର-ବାରାଣସୀ ସିଧାସଳଖ ବିମାନ ସେବା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିିମାନ ସେବା ଆରମ୍ଭ ହେବ। ଆସନ୍ତା ଜାନୁୟାରୀ ୩୧ରୁ ଏହି ସେବା ଆରମ୍ଭ ହେବ ବୋଲି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି…

5 years ago

ଜାତୀୟ ପରେଡ୍‌ରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦ୍ୱିତୀୟ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟ ପରେଡ୍‌ରେ ମୁଖ୍ୟ ଆକର୍ଷଣ ସାଜିଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼। ପରେଡ୍‌ରେ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର…

5 years ago

ଆରମ୍ଭ ହେଲା ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତୀୟ ହସ୍ତତନ୍ତ ମେଳା-୨୦୨୦ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ପକ୍ଷରୁ…

5 years ago

ପ୍ରଦର୍ଶନୀ ପଡ଼ିଆ ଏବେ ଜନଜାତି ଗାଁ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଓଡ଼ିଆ ସଂସ୍କୃତିରେ ଜନଜାତି କଳା, ନୃତ୍ୟ ଓ ସଙ୍ଗୀତର ସ୍ବତନ୍ତ୍ର ଗୁରୁତ୍ୱ ରହିଛି। ଆଦିବାସୀ ସଂସ୍କୃତିର ବିବିଧତା ଆମ ସଂସ୍କୃତିକୁ ଅଧିକ ଆକର୍ଷଣୀୟ କରିଛି। ଜନଜାତିଙ୍କ…

5 years ago

ଝାରସୁଗୁଡ଼ାରୁ କୋଲକାତା ଉଡ଼ିଲା ବିମାନ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର କୋଲକାତାକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି ବିମାନ ସେବା…

5 years ago

ଆଜିଠୁ ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ପଦୋନ୍ନତି ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ସମୟାନୁବର୍ତ୍ତିତା ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ଗତବର୍ଷ ଡିସେମ୍ବର ଶେଷସୁଦ୍ଧା ଉଭୟ ବରିଷ୍ଠ ଏବଂ…

5 years ago