ମେଟ୍ରୋ

୧୬ରୁ ବକେୟା ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ଆସନ୍ତା ୧୬ ତାରିଖରୁ ବିଦ୍ୟୁତ୍‌ କାଟ କରାଯିବ ବୋଲି ପୂର୍ବରୁ ସେସୁ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ତେବେ ବିଭିନ୍ନ…

5 years ago

ଶରଣକୂଳ କଙ୍ଗାରୁ କୋର୍ଟ ପ୍ରସଙ୍ଗ: ଗୃହରେ ଭୁଲ୍‌ ତଥ୍ୟ ଦେଇଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ନୟାଗଡ଼ ଜିଲା ଶରଣକୂଳ ଥାନା ଖଲିପାଟଣା ଗ୍ରାମର ପ୍ରାୟ ୧୫ ପରିବାର ୨୦୦୭ ମସିହାରୁ କଙ୍ଗାରୁ କୋର୍ଟର ଶିକାର ହୋଇ ଗ୍ରାମ ବାହାରେ ରହୁଛନ୍ତି। ଏହି…

5 years ago

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ…

5 years ago

ମନେପକାଇଲା ସେସୁ, ଦୁଇ ଦିନ ମଧ୍ୟରେ ବକେୟା ବିଲ୍‌ ନ ଦେଲେ କଟିବ ଲାଇନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ବିଦ୍ୟୁତ୍‌ କାଟ୍‌ ହେବ ବୋଲି କହିଛି। ଆସନ୍ତା ୧୬ ତାରିଖରୁ…

5 years ago

ଏଣିକି ଯୁକ୍ତ୨ ପ୍ରଥମ ବର୍ଷରେ ପାସ୍‌ ହେବା ଜରୁରୀ, ନଚେତ ଛାତ୍ରୀଛାତ୍ରଙ୍କୁ ଦ୍ୱିତୀୟ ବର୍ଷ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ନିୟମକୁ କଡ଼ାକଡ଼ି କରାଯାଇଛି। ଏଣିକି ପ୍ରଥମ ବର୍ଷ ପରୀକ୍ଷାରେ ପାସ ନ କଲେ ପିଲାମାନେ ଦ୍ୱିତୀୟ ବର୍ଷକୁ ଯାଇପାରିବେ ନାହିଁ।…

5 years ago

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ୍‌…

5 years ago

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ…

5 years ago

ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ ଦୃଢ଼…

5 years ago

ଚର୍ଚ୍ଚାରେ କଂଗ୍ରେସ ସାଂଗଠନିକ ନେତୃତ୍ୱ: ଯୁବ ସଭାପତି ଚୟନକୁ ନେଇ ବଢୁଛି ଅଡୁଆ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ପୁଣିଥରେ କଂଗ୍ରେସର ସାଙ୍ଗଠନିକ ନେତୃତ୍ୱକୁ ନେଇ ବିବାଦ ଦେଖିବାକୁ ମିଳିଛି। ଗୋଟିଏ ପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱରୁ ହଟାଇବା ପାଇଁ ଗୋଟିଏ…

5 years ago

୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ, ସୋନପୁର,…

5 years ago