ମେଟ୍ରୋ

ସାଉଥକୋ, ଓ୍ବେସ୍‌କୋ, ନେସ୍‌କୋ ପାଇଁ ନିଯୁକ୍ତ ହେଲେ ସ୍ଥାୟୀ ଅଧିକାରୀ

ଭୁବନେଶ୍ୱର, ୫।୧(ବ୍ୟୁରୋ)- ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ପରିଚାଳନା ଦାୟିତ୍ୱ ରିଲାଏନ୍ସ ଏନର୍ଜି ହାତରୁ ଯିବା ପରେ ସାଉଥକୋ, ଓ୍ବେସ୍‌କୋ ଓ ନେସ୍‌କୋ ଗ୍ରୀଡ୍‌କୋ ଅଧୀନରେ ରହି ବିଦ୍ୟୁତ୍‌…

5 years ago

ବର୍ଷା ଛାଡ଼ିଲା, ବଢ଼ିବ ଥଣ୍ଡା; ୩ ଦିନ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୫।୧(ବ୍ୟୁରୋ)-ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଥଣ୍ଡା ପରିବେଶ ସୃଷ୍ଟି କରିଛି । ବର୍ଷା ଛାଡିଯାଇଥିଲେ ମଧ୍ୟ…

5 years ago

ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି ବିଷୟରେ…

5 years ago

ଆର୍ଥିକ ଅନିୟମିତତା; ୩ ସରପଞ୍ଚ ନିଲମ୍ବିତ

ଭୁବନେଶ୍ୱର,୫।୧(ବ୍ୟୁରୋ)-ଆର୍ଥିକ ଅନିୟମିତତା ଏବଂ ଦୀର୍ଘଦିନ ଧରି ଅନୁପସ୍ଥିତ ରହିବା କାରଣରୁ ରାଜ୍ୟ ସରକାର ଶନିବାର ୩ ଜଣ ସରପଞ୍ଚଙ୍କୁ ନିଲମ୍ବିତ କରିଛନ୍ତି। କେନ୍ଦୁଝର ଜିଲା ହାଟଡିହି ବ୍ଲକ…

5 years ago

ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ

ପୁରୀ ଅଫିସ, ୫।୧:  ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର…

5 years ago

ପୁରୀ ହେବ ଐତିହ୍ୟ ସହର: ଐତିହ୍ୟସ୍ଥଳୀରେ ଲାଗିପାରିନି ନାମଫଳକ

ପୁରୀ ଅଫିସ, ୫।୧: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ପର୍ଯ୍ୟଟନ ଭିତ୍ତିଭୂମି ସଜଡ଼ାଯିବ। ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା କରାଯିବ। ରାସ୍ତାଘାଟଠାରୁ…

5 years ago

ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ ଅଫିସ, ୫।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌. ଝାବେରି ଶନିବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌…

5 years ago

କନଜରଭାନସି ଲେନରୁ ହଟିଲା ଜବରଦଖଲ

କଟକ ରୋଡ,୫।୧(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ଅଞ୍ଚଳରେ କନଜରଭାନସି ଲେନ ଅବରୋଧ ହୋଇଛି। ଫଳରେ ନିୟମିତ ଏଗୁଡିକ ସଫେଇ ହୋଇ ନ ପାରିବା ସହ ସ୍ବେରେଜ ଚାମ୍ବର ସଫା…

5 years ago

ପୌର ଟିକସ ବୃଦ୍ଧି ଲାଗି ମ୍ୟୁନିସିପାଲ ପ୍ରିମିୟର ଲିଗ୍‌

ଭୁବନେଶ୍ୱର, ୪।୧(ବ୍ୟୁରୋ): ପୌରସଂସ୍ଥା ଗୁଡିକର ରାଜସ୍ବ ବୃଦ୍ଧି ସହିତ ସେଗୁଡିକୁ ଆତ୍ମନିର୍ଭରଶୀଳ କରିବାପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ’ମ୍ୟୁନିସିପାଲ ପ୍ରିମିୟର ଲିଗ୍‌ (ଏମ୍‌ପିଏଲ୍‌)…

5 years ago

ନନ୍ଦନକାନନରେ ହେଲା ପକ୍ଷୀ ଗଣନା

ବାରଙ୍ଗ,୪ା୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ ପାଇଥିବା…

5 years ago