ମେଟ୍ରୋ

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବହିଷ୍କାର ଦାବି କଲା କଂଗ୍ରେସ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ନୟାଗଡ଼ ଜିଲା ସରଣକୁଳ ଅନ୍ତର୍ଗତ କୋଟରମ, ଖଲିପାଟଣା ଗ୍ରାମର ୧୫ ପରିବାର ୧୪ ବର୍ଷ ହେଲା କଙ୍ଗାରୁ କୋର୍ଟର ଶିକାର ହୋଇ ନିଜ ଗ୍ରାମକୁ ଫେରିପାରୁନାହାନ୍ତି। ବର୍ତ୍ତମାନ…

5 years ago

ତବଲା, ବୀଣାର ଫ୍ୟୁଜନରେ ମନ୍ଦିରର ଇତିହାସ

ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ୧୬୦ତମ ଏକାମ୍ର ପଦଯାତ୍ରା ରବିବାର ପୁରୁଣା ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ରିଜିଓନାଲ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଏଜୁକେଶନ (ଆରଆଇଇ)ର ୨୦ ବିଇଡି ଛାତ୍ରୀଛାତ୍ର ପଦଯାତ୍ରାରେ…

5 years ago

‘ଉତ୍ତମ ଜନସ୍ବାସ୍ଥ୍ୟ ସେବା ଲାଗି ବହୁମୁଖୀ ଉଦ୍ୟମ ଲୋଡ଼ା’

ଭୁବନେଶ୍ୱର,୨୪ା୨:ଉତ୍ତମ ଜନସ୍ବାସ୍ଥ୍ୟ ସେବା ପାଇଁ ବହୁମୁଖୀ ଏବଂ ବହୁବିଧ ଉଦ୍ୟମର ଆବଶ୍ୟକତା ରହିଛି। ଏଆଇପିଏଚ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଜାତୀୟ କର୍ମଶାଳାରେ ବିଶେଷଜ୍ଞମାନେ ଉତ୍ତମ ଜନସ୍ବାସ୍ଥ୍ୟ ଉପରେ…

5 years ago

ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଉଦ୍‌ଯାପିତ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ହିନ୍ଦୁସ୍ଥାନୀ ସଙ୍ଗୀତ ସଭା ପକ୍ଷରୁ ସୂଚନା ଭବନଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ମୁଖ୍ୟଅତିଥି…

5 years ago

ନିଜ ଅଳିଆ ନିଜ ପାଖେ ରଖ: ସାମୂହିକ ସଫେଇ ପରେ ଚମକିଲା ଏକାମ୍ରକ୍ଷେତ୍ର

ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ନିଜ ଅଳିଆ ନିଜ ପାଖେ ରଖ, ସୌନ୍ଦର୍ଯ୍ୟଭରା ଏକାମ୍ରକ୍ଷେତ୍ର ଅଞ୍ଚଳକୁ ଅଳିଆ ଗଦା କରନି। ଘରେ ଡଷ୍ଟବିନ୍‌ ରଖ, ସଫେଇ ଓ ପରିମଳ କାର୍ଯ୍ୟରେ…

5 years ago

ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି।…

5 years ago

ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ…

5 years ago

ଅନ୍ତର୍ଜାତୀୟ ଫ୍ୟାଶନ କ୍ୟାଲେଣ୍ଡର ‘ମିଲନ ୨୦୨୦’ ଉନ୍ମୋଚିତ

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ଜେଡି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ୟାଶନ ଆଣ୍ଡ୍‌ ଟେକ୍ନୋଲୋଜି ପକ୍ଷରୁ ଅନ୍ତର୍ଜାତୀୟ ଫ୍ୟାଶନ କ୍ୟାଲେଣ୍ଡର ‘ମିଲନ ୨୦୨୦’ ସ୍ଥାନୀୟ ଏକ ହୋଟେଲରେ ଉନ୍ମୋଚିତ ହୋଇଯାଇଛି। ଜେଡି…

5 years ago

ଭୋଗ ଦଖଲରେ ଜବରଦଖଲକାରୀ: ଖଜଣା ଭରୁଛନ୍ତି ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର, ୨୩ା୨(ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ସୌନ୍ଦର୍ଯ୍ୟକରଣ ନେଇ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ମାପଚୁପ ଚାଲିଛି। ହେଲେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଜବରଦଖଲ…

5 years ago

‘ଓଡ଼ିଆଙ୍କ ମଧ୍ୟରେ ସ୍ବାଭିମାନ କ୍ଷୁଣ୍ଣ ଶୁଭ ସୂଚନା ନୁହେଁ’

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ମାତୃଭାଷା ଗୋଟିଏ ଜାତିର ପରିଚୟ। ଏହା ନିଜ ଭିତରେ ସ୍ବାଭିମାନ ସୃଷ୍ଟି କରିବା ସହ ସମାଜକୁ ସମୃଦ୍ଧ କରିଥାଏ। ତେଣୁ ମାତୃଭାଷାର ସୁରକ୍ଷା ଓ…

5 years ago