ମେଟ୍ରୋ

ମୋ’ ବସ୍‌ ଓ ଘରୋଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ବିବାଦ: ୩ ଘଣ୍ଟା ବନ୍ଦ ରହିଲା ବସ୍‌ ଚଳାଚଳ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ମାଷ୍ଟରକ୍ୟାଣ୍ଟିନ ବସ୍‌ଷ୍ଟାଣ୍ଡରେ ଗୁରୁବାର ମୋ’ ବସ୍‌ କର୍ମଚାରୀ ଓ ଘରୋଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ବିବାଦ ଘଟି ଉତ୍ତେଜନା ସୃଷ୍ଟି ହୋଇଥିଲା। ଫଳରେ ପ୍ରାୟ ୩…

5 years ago

ଅନିଲ ଜେନା ହତ୍ୟା ମାମଲା: ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ଖଣି ମାଫିଆ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ପରି ଫେରାର ହତ୍ୟାକାରୀଙ୍କୁ ଖୋଜୁ ଖୋଜୁ ଧରାପଡିଲେ ଜଣେ ଖଣି ମାଫିଆ। ସେ ହେଲେ ଖୋର୍ଦ୍ଧା କୁମାରବସ୍ତ ଅଞ୍ଚଳର…

5 years ago

ହାଲୁକା ବର୍ଷାରୁ କୋହଲା ପାଗ: ବଢ଼ିବ ଶୀତ: ୮ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୨୭-୧୨(ବ୍ୟୁରୋ): ଆକାଶରେ ମାଳ ମାଳ ବାଦଲ। ଏହା ସାଙ୍ଗକୁ ହାଲୁକା ବର୍ଷା। ପରିବେଶକୁ ଶୀତୁଆ କରିଦେଇଛି। ଗୁରୁବାର ରାଜ୍ୟରେ ଏଭଳି ଅବସ୍ଥା ଦିନ ତମାମ୍‌ ଲାଗି ରହିଥିଲା।…

5 years ago

ବିଜେଡି ଦଳ ନୁହେଁ, ଆନ୍ଦୋଳନ: ନବୀନ

ଭୁବନେଶ୍ୱର,୨୭-୧୨(ବ୍ୟୁରୋ):ବିଜେଡି ଏକ ରାଜନୈତିକ ଦଳ ନୁହେଁ, ବରଂ ଏକ ଆନ୍ଦୋଳନ। ରାଜଧାନୀରେ ଥିବା ଦଳୀୟ ମୁଖ୍ୟାଳୟରେ ବିଜେଡିର ୨୩ତମ ପ୍ରତିଷ୍ଠା ଦିବସରେ ବକ୍ତବ୍ୟ ରଖି ଗୁରୁବାର ଦଳର…

5 years ago

ଓଡ଼ିଶାରେ ଦେଖାଗଲା ଆଂଶିକ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୨୭-୧୨(ବ୍ୟୁରୋ):ଚଳିତବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ ଦେଖିବାକୁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଥିଲା। ହେଲେ କୋହଲା ପାଗକୁ ମେଘାଚ୍ଛନ୍ନ ଆକାଶରେ ଲୁଚି ଯାଇଥିଲେ ସୂର୍ଯ୍ୟ।…

5 years ago

ଏୟାରପୋର୍ଟ ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଏୟାରପୋର୍ଟ ଥାନା ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା କରିବା…

5 years ago

ସିଏଏ ଏକ ଐତିହାସିକ ପଦକ୍ଷେପ, କଂଗ୍ରେସ ଲୋକମାନଙ୍କ ମଧ୍ୟରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଗତ ଶୀତ ଅଧିବେଶନରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୧୯୪୭ରେ ଦେଶ ବିଭାଜନ ହେବା…

5 years ago

ନୂଆବର୍ଷ ଆକର୍ଷଣ

ପୁରୁଣାବର୍ଷକୁ ବିଦାୟ ଦେଇ ୨୦୨୦କୁ ସ୍ବାଗତ କରିବା ପାଇଁ ଚାରିଆଡେ ଦେଖାଗଲାଣି ଉତ୍ସାହର ମାହୋଲ। କେବଳ ଅପେକ୍ଷା ଆଉ ଦିନ କେଇଟାକୁ। ଏହାପରେ ଆରମ୍ଭ ହୋଇଯିବ ଜିରୋ…

5 years ago

ସୂର୍ଯ୍ୟୋପରାଗ: ପଠାଣି ସାମନ୍ତ ପ୍ଲାନେଟାରିୟମରେ ଦର୍ଶକଙ୍କ ଗହଳି, ଆକାଶ ମେଘାଚ୍ଛନ୍ନ ଲାଗି ଦେଖିବାରୁ ବଞ୍ଚିତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଆରମ୍ଭ ହୋଇଛି ଚଳିତ ବର୍ଷର ତୃତୀୟ ତଥା ବିରଳ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ଦେଖିବା ଲାଗି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା…

5 years ago

ଆଜି ବର୍ଷା ସମ୍ଭାବନା: ୨୮ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟରେ ଶୀତ ଏକ ପ୍ରକାର ଗାଏବ ରହିଛି। ଯଦିଓ ହାଲକା ଶୀତ ହେଉଛି ତେବେ ତାହା ଦେହ ଥରାଇବା ଭଳି ହେଉ ନାହିଁ।…

5 years ago