ମେଟ୍ରୋ

ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ…

5 years ago

ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ…

5 years ago

୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍‌ସନ’ ଓ ‘ପାଇକ ବିଦ୍ରୋହ’

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍‌ସନ’…

5 years ago

ବଢ଼ିଛି ଧାନ ସଂଗ୍ରହ

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର…

5 years ago

ପ୍ରକାଶ ପାଇଲା ଭାଜପାର ଜିଲା ସଭାପତି ତାଲିକା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଦଳର ୩୬ ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ସଭାପତିଙ୍କ ନାମ ପ୍ରକାଶ କରାଯାଇଛି। ଗତ ୧୫ ଏବଂ ୧୬…

5 years ago

ସମର୍ଥନରେ ଶୋଭାଯାତ୍ରା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ…

5 years ago

ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ…

5 years ago

୬ ସହର ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ ୪ରୁ…

5 years ago

ଗୁରୁତର ଭାବେ ହ୍ରାସପାଉଛି ଭୂତଳ ଜଳସ୍ତର: ସଙ୍କଟ ଟାଳିବ ବର୍ଷାଜଳ ସଂରକ୍ଷଣ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟରେ ଭୂତଳ ଜଳ ସ୍ତର ଗୁରୁତର ଭାବେ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଜଳ ସଙ୍କଟ ସଙ୍ଗିନ ହେବ ବୋଲି ଆକଳନ କରାଯାଇଛି।…

5 years ago

ପ୍ରକାଶ ପାଇଲା କାର୍ଯ୍ୟସୂଚୀ, ୨୭ରୁ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ସାଙ୍ଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଡିସେମ୍ବର ୨୭ରୁ ୨୦୨୦ ଫେବୃୟାରୀ ୨୬ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ସୁପରିଚାଳନା ପାଇଁ ଦଳର…

5 years ago