ମେଟ୍ରୋ

ଦୁର୍ଦ୍ଦାନ୍ତ ସାଗର ପରିଡା ଏନ୍‌ଏସ୍‌ଏରେ ବୁକ୍‌: ତାଙ୍କ ନାମରେ ରହିଛି ୧୬ରୁ ଊର୍ଦ୍ଧ୍ୱ ମାମଲା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଜେଲରେ ଥିବା ଦୁର୍ଦ୍ଦାନ୍ତ ସାଗର ପରିଡାଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏରେ ବୁକ୍‌ କରିଛି। ତାଙ୍କ ନାମରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରହିଛି। ବିଶେଷକରି ବୋମା ମାଡ଼,…

5 years ago

୨୧ରୁ ରମାଦେବୀରେ ଅନ୍ତର୍ଜାତୀୟ ସମ୍ମିଳନୀ: ଯୋଗଦେବେ ୯ ଦେଶରୁ ୨ଶହ ବିଶେଷଜ୍ଞ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ) - ଓଡ଼ିଶାର ବିକାଶ ପାଇଁ କୃତ୍ରିମ ମେଧା ତଥା ବୁଦ୍ଧିର ଆବଶ୍ୟକତା ରହିଛି। ବିଶେଷକରି ଯୁବବର୍ଗଙ୍କ ମନରେ ବିକାଶର ଧାରାକୁ ପ୍ରବାହିତ କରିବା ଏବେ ଏକ…

5 years ago

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୨୦।୧୨: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପୂର୍ବାହ୍ନରେ ଆୟୋଜିତ ହୋଇଥିବା ଏହି ବୈଠକରେ ଶ୍ରୀମନ୍ଦିର ସଂସ୍କାର…

5 years ago

ମହିଳା ଖେଳାଳିଙ୍କୁ ପୋଲିସ ବିଭାଗରେ ଅବହେଳା ଅଭିଯୋଗ

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ଓ୍ବେଟ୍‌ ଲିଫ୍ଟିଂ ବା ଶକ୍ତି ଉତ୍ତୋଳନରେ ଦକ୍ଷିଣ ଆଫ୍ରିକାରେ ୨୦୧୦-୧୧ରେ ସ୍ବର୍ଣ୍ଣ ବିଜୟିନୀ ଶୁଭସ୍ମିତା ମହାନ୍ତି ରାଜ୍ୟ ପୋଲିସ ବିଭାଗରେ କନ୍‌ଷ୍ଟେବଳ ଭାବେ କାର୍ଯ୍ୟରତ ଅଛନ୍ତି।…

5 years ago

ଚିଲିକାରେ ହେବ ଫ୍ଲୋଟିଂ ରେସ୍ତୋରାଁ, ହାଉସ୍‌ବୋଟ୍‌

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଖୁବ୍‌ଶୀଘ୍ର ଏସିଆ ମହାଦେଶର ସର୍ବବୃହତ୍‌ ଲୁଣାହ୍ରଦ ଚିଲିକାରେ ଆରମ୍ଭ ହେବ ‘ଫ୍ଲୋଟିଂ ରେସ୍ତୋରାଁ’ ବା ‘ଭାସମାନ ଭୋଜନାଳୟ’। ଚିଲିକାର ରମ୍ଭା ଏବଂ ବଡ଼କୂଳରେ ରାଜ୍ୟ ପର୍ଯ୍ୟଟନ…

5 years ago

ଆସିଲା ଦୁଇ ପ୍ରଜାତିର ୨୬ ପକ୍ଷୀ

ବାରଙ୍ଗ, ୨୦।୧୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପ୍ରଜାତି ସଂଖ୍ୟା ବୃଦ୍ଧି ପାଇଛି। ଗୁରୁବାର ଏଠାକୁ ୨ଟି ପ୍ରଜାତିର ୨୬ଟି ପକ୍ଷୀ କଟକର ଏକ ଘରୋଇ ସଂସ୍ଥାରୁ…

5 years ago

‘ନିରପେକ୍ଷତାକୁ ବାଚସ୍ପତି ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ପାର୍ଲାମେଣ୍ଟ ଓ ବିଧାନସଭାର ବାଚସ୍ପତିମାନେ ଦଳବଦଳ ନିରୋଧ ଆଇନକୁ କାର୍ଯ୍ୟକାରୀ କରିବା ଏବଂ ସଦସ୍ୟମାନଙ୍କୁ ଅଯୋଗ୍ୟ ଘୋଷଣା କରିବାବେଳେ ବାଚସ୍ପତିମାନେ ନିରପେକ୍ଷ ରହିବା ନିହାତି ଆବଶ୍ୟକ। ଏ…

5 years ago

ମଧ୍ୟପ୍ରଦେଶ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ସାତକୋଶିଆରୁ ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ଯଥାଶୀଘ୍ର ଫେରାଇ ଦେବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ…

5 years ago

ଓଟିଡିସି କରିବ ଡେଷ୍ଟିନେଶନ ଓ୍ବେଡିଂ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଗୋଆ, ମସୌରୀ, ଉଦୟପୁର ଭଳି ଓଡ଼ିଶାରେ ବି ହେବ ଡେଷ୍ଟିନେଶନ ଓ୍ବେଡିଂ। ମେହେନ୍ଦି, ସଙ୍ଗୀତ ସେରିମନିରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ ସବୁକିଛି ମହାଆଡ଼ମ୍ବରରେ ହେବ। ଏପରି…

5 years ago

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ,…

5 years ago