ମେଟ୍ରୋ

ଦକ୍ଷିଣ ଓଡ଼ିଶାରେ ହେବ ହସ୍ତୀ ଅଭୟାରଣ୍ୟ

ଭୁବନେଶ୍ୱର,  ୧୩।୧୨(ବ୍ୟୁରୋ):ରାଜ୍ୟରେ ହାତୀ ଓ ମଣିଷଙ୍କ ମଧ୍ୟରେ ଲଢ଼େଇ ଏବେ ସରକାରଙ୍କ ନିଦ ହଜାଇଛି। ଏଥିରେ କେତେବେଳେ ମଣିଷର ମୃତ୍ୟୁ ହେଉଛି ତ’ ଆଉ କେତେବେଳେ ହାତୀଙ୍କ…

5 years ago

ଡିସେମ୍ବର ୧୫ରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା:ଗୋଟିଏ ସ୍ଥାନରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ) :ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଚତୁର୍ଦ୍ଦଶ ତୋଷାଳି…

5 years ago

୨୪% ଭୁବନେଶ୍ୱରବାସୀ ଜୀବନସାଥୀଙ୍କୁ ବିଶ୍ୱାସଘାତକ ଭାବନ୍ତି

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):ବିବାହିତ ଦମ୍ପତିଙ୍କ ମଧ୍ୟରେ ଅସୁରକ୍ଷିତ ଭାବନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ନିଜ ଜୀବନସାଥିଙ୍କ ଉପରେ ଲୋକଙ୍କ ଭରସା କମିଯାଉଥିବା ବେଳେ ନିଜ ସନ୍ଦେହ…

5 years ago

ବଜାରରେ ଡିଜାଇନ୍‌ ପାଇନ ଟ୍ରି

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ଆରମ୍ଭ ହୋଇଯାଇଛି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉମାତ୍ର କିଛିଦିନ ବାକି ରହିଥିବାବେଳେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଲାଣି। ସହରର ଛକ, ବଜାରରେ କ୍ରିସ୍‌ମାସ ପାଇଁ…

5 years ago

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ…

5 years ago

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ…

5 years ago

‘ମୋ ସରକାର’ରେ ସାମିଲ ହେଲା କୃଷି ବିଭାଗ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଗୁରୁବାର ଲୋକସେବା ଭବନରେ…

5 years ago

୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି ତାହାକୁ…

5 years ago

ପ୍ରତାରିତ ନ କରି ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ଦିଅନ୍ତୁ: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):‘ଜାଗା ମିଶନ’କୁ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମିଳିଥିବା ନେଇ ରାଜ୍ୟ ସରକାର ଦାବି କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବୟଂ ଏନେଇ ଟୁଇଟ୍‌ କରିବା ପରେ ମନ୍ତ୍ରୀ…

5 years ago

ବିଦେଶରେ ‘ମୋ ସ୍କୁଲ’:ଓଡ଼ିଆଙ୍କଠାରୁ ସାହାଯ୍ୟ ପାଇଁ ପ୍ରୟାସ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):‘ମୋ ସ୍କୁଲ’ ଯୋଜନା ସଂକ୍ରାନ୍ତରେ ଆମେରିକାରେ ରହୁଥିବା ଓଡ଼ିଆଙ୍କୁ ଅବଗତ କରାଇବା ସହ ସେମାନଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଆରମ୍ଭ ହୋଇଛି ପ୍ରୟାସ। ଏଥିପାଇଁ ‘ମୋ…

5 years ago