ମେଟ୍ରୋ

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଜାରି: କିଛି ଅବୈଧ ନିର୍ମାଣ ଛାଡ଼ିବାକୁ ନେଇ ଉତ୍ତେଜନା

ପୁରୁଣା ଭୁବନେଶ୍ୱର,୧୨।୧୨(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସି, ବିଡିଏ, ମନ୍ଦିର ପ୍ରଶାସନର ମିଳିତ ଟିମ୍‌ ଗୁରୁବାର ପୂର୍ବାହ୍ନ ୧୦ଟାରେ ମନ୍ଦିର…

5 years ago

ରାଜ୍ୟ ସରକାରଙ୍କ ହାତୀ ସୁରକ୍ଷା ଚିନ୍ତା: ହେବ ଅଭୟାରଣ୍ୟ, ବେକରେ ଲାଗିବ ରେଡିଓ କଲାର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ବିଗତ ଦିନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ହେଉ ଅଥବା ଟ୍ରେନ୍‌ ଧକ୍କାରେ ହାତୀଙ୍କ ଅକାଳ ମୃତ୍ୟୁକୁ ନେଇ ରା୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। ସରକାର ହାତୀଙ୍କ…

5 years ago

ସିଏବି ବିଲ୍‌କୁ ସମର୍ଥନ: ବିଜେଡିକୁ ସମାଲୋଚନା କଲେ କଂଗ୍ରେସ, ଆର୍‌ଜେଡି

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ବିଲ୍‌(ସିଏବି) ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିଛି। ଲୋକ ସଭାରେ ସୋମବାର ବିଲ୍‌ଟି ଗୃହୀତ ହୋଇଥିବା ବେଳେ ବୁଧବାର ରାଜ୍ୟ ସଭାରେ ପାରିତ ହୋଇଯାଇଛି।…

5 years ago

ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ…

5 years ago

ମାଷ୍ଟର ସେଫ୍‌ରେ ଓଡ଼ିଆ ପୁଅ ଅବିନାଶ: ବିଚାରକଙ୍କୁ ‘ଚିକେନ୍‌ ବେସର’ ଖୁଆଇ କଲେ ଚକିତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଲୋକପ୍ରିୟ ରାନ୍ଧଣା ଶୋ’ ‘ମାଷ୍ଟର ସେଫ୍‌ ସିଜନ-୬’ରେ ଓଡ଼ିଆ ପୁଅ ଅବିନାଶ ନାୟକଙ୍କ କମାଲ। ଜାତୀୟ ଟେଲିଭିଜନ ସଂସ୍ଥା ଷ୍ଟାର ପ୍ଲସ୍‌ରେ ପ୍ରସାରିତ ହେଉଥିବା ଏହି…

5 years ago

୫-ଟି ଅଧୀନକୁ ଆସିଲା ଉଚ୍ଚଶିକ୍ଷା ବିଭାଗ: କଡ଼ାକଡ଼ି ଯାଞ୍ଚ ହେବ ଶିକ୍ଷକଙ୍କ ବାୟୋମେଟ୍ରିକ୍‌ ଉପସ୍ଥାନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ୫-ଟି ଅଧୀନକୁ ଆସିଛି। ଏନେଇ ବିଭାଗ ପକ୍ଷରୁ ୧୭ ସୁତ୍ରୀ ଆକ୍ସନ ପ୍ଲାନ ସହ ନୋଡ଼ାଲ ଅଫିସର ନିଯୁକ୍ତ କରାଯାଇଛି।…

5 years ago

ରେଳ ଲାଇନ୍‌ରେ ଶୌଚ କରି ୪୭ ଗିରଫ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରେଳପଥରେ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ଟ୍ରାକ୍‌ରେ ଶୌଚ ନ କରିବାକୁ ଭାରତୀୟ ରେଳପଥ ପକ୍ଷରୁ ସଚେତନ କରାଯାଉଛି। ଭୁବନେଶ୍ୱର ଆରପିଏଫ ପୋଷ୍ଟ ଟ୍ରାକ୍‌ରେ ଶୌଚ କରୁଥିବା…

5 years ago

ମୋ ସରକାର ଅଧୀନକୁ ଆସିବ କୃଷି ବିଭାଗ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନକୁ ଗୁରୁବାର ଆସିବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରେ ପୂର୍ବାହ୍ନ ୧୧ଟା…

5 years ago

କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା…

5 years ago

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀ-ଗଭର୍ନରଙ୍କ…

5 years ago