ମେଟ୍ରୋ

୧୩ରେ ବାଚସ୍ପତିଙ୍କ ପୁଣେ ଗସ୍ତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଡିସେମ୍ବର ୧୩ରେ ପୁନେ ଅଭିମୁଖେ ଯାତ୍ରା କରିବେ। ସେଠାରେ ପାତ୍ର ଏମ୍‌ଆଇଟି ସ୍କୁଲ୍‌ ଅଫ୍‌ ଗଭର୍ନମେଣ୍ଟଠାରେ ଆୟୋଜିତ…

5 years ago

ବିଏମ୍‌ସି, ବିଡିଏ, ବିଏସ୍‌ସିଏଲ୍‌ର ଅଭିନବ ପଦକ୍ଷେପ: ବିନା ମୋଟରଯାନରେ କର୍ମଚାରୀ ଆସିବେ ଅଫିସ

ଭୁବନେଶ୍ୱର,୧୨।୧୨ (ବ୍ୟୁରୋ): ବିନା ମୋଟରଚାଳିତ ଯାନରେ ଅଫିସ ଆସିବେ କର୍ମଚାରୀ। ସୁସ୍ଥ ପରିବେଶ ସୃଷ୍ଟି ଓ ଦୀର୍ଘସ୍ଥାୟୀ ସ୍ମାର୍ଟସିଟି ଲକ୍ଷ୍ୟ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି),…

5 years ago

‘ମିଶନ ଶକ୍ତି ମେଳା’ରେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ଦେଇ କିଣିଲେ ଜୁଏଲାରି ବାକ୍ସ, ବ୍ୟାଗ୍‌

ଭୁବନେଶ୍ୱର,୧୨।୧୨(ବ୍ୟୁରୋ) : ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ପ୍ରଥମ ‘ମିଶନ…

5 years ago

୮୮,୨୯୩ ଚାଷୀ ବିକିଲେଣି ୫୯,୮୦,୮୫୫ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ଖରିଫ ଧାନ ସଂଗ୍ରହ କାର୍ଯ୍ୟକ୍ରମରେ ବୁଧବାର ସୁଦ୍ଧା ୮୮,୨୯୩ ଚାଷୀଙ୍କଠାରୁ ୫୯,୮୦,୮୫୫ କୁଇଣ୍ଟାଲ ଧାନ କିଣାଯାଇଛି। ଗତବର୍ଷ…

5 years ago

ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୧୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପ୍ରତି ଓଡ଼ିଶା ସରକାର ପ୍ରତିବଦ୍ଧ। ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦେବାକୁ ସମଗ୍ର ରାଜ୍ୟରେ ନୂତନ ଢାଞ୍ଚାରେ ୨୧୪ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି।…

5 years ago

ରାଜ୍ୟରେ ଚାଲିଛି ୩୬ ରେଳ ପ୍ରକଳ୍ପ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଓଡ଼ିଶାରେ ବର୍ତ୍ତମାନ ୩୬ ରେଳ ପ୍ରକଳ୍ପ ରହିଛି। କେତେକ ପ୍ରକଳ୍ପର କାର୍ଯ୍ୟ ଚାଲୁଥିବାବେଳେ ଆଉକିଛି ବିଭିନ୍ନ ଅନୁମତି ଅପେକ୍ଷାରେ ରହିଛି। ସେହିଭଳି କେତେକ ପ୍ରକଳ୍ପର ଯୋଜନା…

5 years ago

ନାଗରିକତ୍ୱ ସଂଶୋଧନ ବିଲ୍‌ ପ୍ରସଙ୍ଗ: ବିଜେଡି-ଭାଜପା ସମ୍ପର୍କକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ବିଲ୍‌କୁ କଂଗ୍ରେସ ପାର୍ଲାମେଣ୍ଟ ଭିତରେ ଏବଂ ବାହାରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛି। ଏହି ଅବସରରେ ନିଖିଳ ଭାରତ କଂଗ୍ରେସ…

5 years ago

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି ଶୀତ…

5 years ago

ଅଧାରେ ଲଟକିଛି ସାଗରମାଳା ପ୍ରକଳ୍ପ: ୭୦୦ କୋଟି ଟଙ୍କାର ପ୍ରକଳ୍ପକୁ ମିଳୁନି କେନ୍ଦ୍ରର ଅନୁମୋଦନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ସମୁଦ୍ର ଉପକୂଳର ବିକାଶ କରାଯିବ। ବନ୍ଦରଗୁଡ଼ିକର ଆଧୁନିକୀକରଣ, ଭିତ୍ତିଭୂମିର ଉନ୍ନତି, ବନ୍ଦରକୁ ଯୋଗାଯୋଗର ବିକାଶ, ମତ୍ସ୍ୟଜୀବୀ, ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ରହୁଥିବା ଲୋକ ଏବଂ ସମୁଦ୍ରକୂଳ ଶିଳ୍ପାଞ୍ଚଳର…

5 years ago

ସ୍ତ୍ରୀଙ୍କ ଶାଢ଼ିରେ ଝୁଲି ଆତ୍ମହତ୍ୟା କଲେ ସ୍ବାମୀ: ଦ୍ୱିତୀୟ ବିବାହକୁ କେନ୍ଦ୍ରକରି ଲାଗି ରହିଥିଲା ଅଶାନ୍ତି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ କେନ୍ଦ୍ର କରି ପରିବାରରେ ଲାଗି ରହିଥିବା ଅଶାନ୍ତି ଶେଷରେ ଉଗ୍ର ରୂପ ନେଇଛି। ସ୍ତ୍ରୀଙ୍କ ପିନ୍ଧା ଶାଢ଼ୀରେ ଝୁଲି ଆତ୍ମହତ୍ୟା କରିଛନ୍ତି…

5 years ago