ମେଟ୍ରୋ

ନୌବାଦ୍ୟରେ ଦେଶକୁ ସଲାମ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ନୌସେନା ଦିବସ ପାଳନ ଅବସରରେ ଶନିବାର ନୌସେନା ପ୍ରଭାରୀ (ଓଡ଼ିଶା) ଓ ଭାରତୀୟ ନୌସେନା ଆଇଏନ୍‌ଏସ୍‌ ଚିଲିକା ପକ୍ଷରୁ ଉତ୍କଳ ମଣ୍ଡପଠାରେ ନୌବାଦ୍ୟ ପରିବେଷଣ…

5 years ago

ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ

ବାରଙ୍ଗ,୮ା୧୨(ଡି.ଏନ୍‌.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି…

5 years ago

ସାତପଡ଼ାରୁ କୋଣାର୍କ ପାଟ୍ରୋଲିଂ କଡ଼ାକଡ଼ି

ପୁରୀ ଅଫିସ, ୮ା୧୨ ପୁରୀ ସମେତ କୋଣାର୍କ, ଚିଲିକା, ଚନ୍ଦ୍ରଭାଗା ଆଦି ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବର୍ଷତମାମ୍‌ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କ ସଂଖ୍ୟା…

5 years ago

ଛାତ୍ରୀଛାତ୍ର ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ବଜାୟ ରଖନ୍ତୁ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ବାର୍ଷିକ ସାମାଜିକ ବିଜ୍ଞାନ ସମ୍ମିଳନୀ ‘ସୋ-ସାଇଟି-୨୦୧୯’ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା…

5 years ago

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି…

5 years ago

ଉଚ୍ଛେଦ ଆଶଙ୍କାରେ ଥରହର ଏକାମ୍ର:ଉଠାଦୋକାନୀଙ୍କ ମନ୍ଦିର ସମ୍ମୁଖରେ ପ୍ରତିବାଦ

ପୁରୁଣା ଭୁବନେଶ୍ୱର,୮ା୧୨ (ଡି.ଏନ.ଏ.)ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ଏକାମ୍ର କ୍ଷେତ୍ରର ବିଭିନ୍ନ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଉଠାଦୋକାନୀଗୁଡିକୁ ହଟାଯାଇ ଶ୍ରୀଲିଙ୍ଗରାଜ ମନ୍ଦିର କ୍ଷେତ୍ରକୁ ବିଶ୍ୱ ଐତିହ୍ୟ…

5 years ago

କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁପଡ଼ିବା ଘଟଣା:ଖେଳ ଶିକ୍ଷୟିତ୍ରୀ, ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି ତେଜିଲା

ଭୁବନେଶ୍ୱର,୮ା୧୨(ବ୍ୟୁରୋ) ଖେଳ ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମଞ୍ଚେଶ୍ୱର ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା…

5 years ago

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ…

5 years ago

ଚିଠି ଲେଖିଲେ ସ୍ବରାଷ୍ଟ୍ର ସଚିବ: ନାରୀ ସୁରକ୍ଷା ଦିଗରେ ଖିଲାପ କଲେ ଦଣ୍ଡିତ ହେବେ ପୋଲିସ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ଦେଶରେ ଏବେ ନାରୀ ନିର୍ଯାତନା ପ୍ରମୁଖ ପ୍ରସଙ୍ଗ ହୋଇ ଉଭା ହେଲାଣି। ରାଜ୍ୟଗୁଡ଼ିକରେ ମଧ୍ୟ ମହିଳା ଏବଂ ଶିଶୁମାନଙ୍କ ପ୍ରତି ବଳାତ୍କାର, ଅପହରଣ ପରି…

5 years ago

‘ମୋ ସରକାର’ ଟିମ୍‌ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି…

5 years ago