ମେଟ୍ରୋ

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.) ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ…

5 years ago

ସମାଜ ଗଠନରେ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବାଲୁଗଁ।, ୧ା୧୨(ଡି.ଏନ୍‌.ଏ.) ଏକ ଆଦର୍ଶ ଓ ପରିବର୍ତ୍ତନଶୀଳ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକଙ୍କ ସତ୍ୟ, ନିରପେକ୍ଷ ଏବଂ ନିର୍ଭୀକ ଲେଖନୀ ଚାଳନା ଦ୍ୱାରା ଏକ…

5 years ago

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ

ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି। ସେ…

5 years ago

ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍‌

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ସିପିଆଇଏମ୍‌ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ…

5 years ago

ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରା ବିଦେଶୀ ପର୍ଯ୍ୟଟକଙ୍କ ମନଜିଣିଲା ଗୁମ୍ଫା କାହାଣୀ

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ଐତିହ୍ୟ କ୍ଷେତ୍ରରେ ପଦଯାତ୍ରା ସହ କାହାଣୀର ଫ୍ୟୁଜନ୍‌। ଐତିହ୍ୟ କିର୍ତ୍ତିରାଜିର ସଂରକ୍ଷଣ ସହ ତାର ପୁରୁଣା ଇତିହାସକୁ ଲୋକଲୋଚନକୁ ଆଣିବାର ଏହି ପ୍ରୟାସ…

5 years ago

ବର୍ଜ୍ୟ ପରିଚାଳନା ପାଇଁ କରିବେ ସଚେତନ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ) ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି)ରେ ନିୟୋଜିତ ସ୍ବଚ୍ଛସାଥୀମାନଙ୍କୁ ଶୁକ୍ରବାର ବିଏମ୍‌ସି ଉତ୍ତର ଜୋନାଲ ଅଫିସ୍‌ରେ ତାଲିମ ଦିଆଯାଇଛି। ୧୧ଟି ଓ୍ବାର୍ଡରୁ ୩୮ ଜଣ ସ୍ବଚ୍ଛସାଥୀ…

5 years ago

ସଂକ୍ରମିତ ଦଳିତଙ୍କ ଏତଲା ରଖୁନି ପୋଲିସ: କାର୍ଯ୍ୟାନୁଷ୍ଠାନ ନେଇ ଡିସିପିଙ୍କ ଦ୍ୱାରସ୍ଥ

ପୁରୁଣା ଭୁବନେଶ୍ୱର, ୧ା୧୨ (ଡି.ଏନ.ଏ.) ଏଚଆଇଭି ସଂକ୍ରମିତଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ପ୍ରତି ଅବିଚାର ନ ହେବା ନେଇ ଅନେକ ସରକାରୀ ଯୋଜନା…

5 years ago

ଚାନ୍ଦବାଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟବ୍ରତ ମନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ନଗର ଉନ୍ନୟନ…

5 years ago

୨୭ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୭ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ସେ ଏହା କହିଛନ୍ତି। ଏହି…

5 years ago

ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କାହା…

5 years ago