ମେଟ୍ରୋ

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପ୍ରମାଣ ଥିବା ସତ୍ତ୍ୱେ ଚ୍ୟାଲେଞ୍ଜ କରିବାକୁ ଦିଆଗଲା ନାହିଁ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଦୁଇଜଣ ମହିଳାଙ୍କୁ ସରକାରୀ ଅର୍ଥରେ ସାଙ୍ଗରେ ନେଇଥିବା ଅଭିଯୋଗ ହୋଇଥିଲା। ହେଲେ ଗୁରୁବାର ବିଧାନସଭାରେ ସଂସଦୀୟ…

5 years ago

ଡଷ୍ଟବିନ୍‌ରୁ ମିଳିଲା ନରକଙ୍କାଳ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସ୍ଥାନୀୟ ଆଇଆର୍‌ସି ଭିଲେଜ୍‌ ହାଇସ୍କୁଲ ପଛପଟେ ଥିବା ଏକ ଡଷ୍ଟବିନରୁ ଶୁକ୍ରବାର ନରକଙ୍କାଳ ଉଦ୍ଧାର କରାଯାଇଛି। ଜଣେ ସଫେଇ କର୍ମଚାରୀ ସକାଳେ ଡଷ୍ଟବିନ୍‌ ସଫା କରୁଥିବା…

5 years ago

ଶୀତ ଅଧିବେଶନ ଆଗୁଆ ସରିବା ପ୍ରସଙ୍ଗ: ଏହାକୁ ଅଗଣତାନ୍ତ୍ରିକ, ରାଜ୍ୟ ବିରୋଧୀ କହିଲା ଭାଜପା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ। ଶୁକ୍ରବାର…

5 years ago

ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ପ୍ରସଙ୍ଗ: ପୁଣି କୋହଳ, ବଦଳିଲାନି ବ୍ୟବସ୍ଥା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୩ ମାସର ଡେଡ୍‌ଲାଇନ୍‌ ସରିବା ପୂର୍ବରୁ ସ୍ଥିତିକୁ ଦେଖି ରାଜ୍ୟ ସରକାର ନୂଆ ମୋଟର ଯାନ ଆଇନକୁ କଡାକଡି ଲାଗୁ କରିବାକୁ ଆଉ ୩ ମାସ…

5 years ago

ପରିବର୍ତ୍ତିତ ମାର୍ଗରେ ଚାଲିବ ପୁରୁଷୋତ୍ତମ ଏକ୍ସପ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ପୁରୀ-ନୂଆଦିଲ୍ଲୀ-ପୁରୀ ପୁରୁଷୋତ୍ତମ ଏକ୍ସପ୍ରେସ୍‌ (୧୨୮୦୧-୧୨୮୦୨) ଆସନ୍ତା ଡିସେମ୍ବର ୫ ଓ ୬ରେ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରିବ। ମୋଗଲସରାଇ ରେଳ ମଣ୍ଡଳର ବାବୁଆ ଷ୍ଟେଶନରେ ସୁରକ୍ଷା…

5 years ago

ବିଭାଗୀୟ ଉଦାସୀନତାରୁ ଯବାନ ମୃତ୍ୟୁସହ ସଂଗ୍ରାମ କରିବା ଘଟଣା: ତଦନ୍ତ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲା ଗୃହ ବିଭାଗ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କାର୍ଯ୍ୟ କରୁଥିବାବେଳେ ବ୍ରେନ୍‌ଷ୍ଟ୍ରୋକ୍‌ର ଶିକାର ହୋଇ ଗୁରୁତର ଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ପ୍ରତି ଗୁରୁତର ବିଭାଗୀୟ ଅବହେଳା କରାଯାଇଥିବା ଅଭିଯୋଗ ହୋଇ ଆସୁଛି। ସେ…

5 years ago

ପୁରୁଣା ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିବ ପ୍ରଶାସନ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉନ୍ନତୀକରଣ ତଥା ମନ୍ଦିର ଆୟ ବୃଦ୍ଧି ନେଇ ପର୍ଯ୍ୟଟନ ବିଭାଗ, ବିଏମସି ଓ ଦେବୋତ୍ତର ବିଭାଗ ମିଳିତ ପ୍ରୟାସରେ ନିର୍ମାଣାଧୀନ…

5 years ago

ରାଜଧାନୀରେ ଜମି ମାଫିଆଙ୍କ ଗୁଣ୍ଡାରାଜ: ବନ୍ଧୁକ ଦେଖାଇ ମାଡ଼ମାରି ନେଲେ ଦସ୍ତଖତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜଧାନୀରେ ଜମି ମାଫିଆ ଓ ଦଲାଲଙ୍କ ଗୁଣ୍ଡାଗିରି ଦିନକୁ ଦିନ ବଢ଼ି ଚାଲିଛି। ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଦେଖାଇ ଲୋକଙ୍କ ଜମି କବ୍‌ଜା କରୁଛନ୍ତି।…

5 years ago

ରାଜ୍ୟରେ ୨୩ ଶହ କି.ମି. କେନାଲ ରାସ୍ତା ନିର୍ମାଣ ହେବ: ଖର୍ଚ୍ଚ ହେବ ୯ଶହ କୋଟି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆର୍‌ସିଆର୍‌ ପ୍ରୋଜେକ୍ଟ ଅଧୀନରେ ରାଜ୍ୟରେ ୨୩ଶହ କିମି କେନାଲ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୯ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କ୍ୟାବିନେଟ ଅନୁମୋଦନ ପରେ…

5 years ago

୧ରୁ କୋଣାର୍କ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବର୍ଷକର ପ୍ରତୀକ୍ଷା ପରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ଚଳିତବର୍ଷ…

5 years ago