ମେଟ୍ରୋ

ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ…

5 years ago

ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା…

5 years ago

ନୂଆ ମୋଟର ଯାନ ଆଇନ:ଶେଷ ବେଳକୁ ଆର୍‌ଟିଓରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟ ସରକାର ଦେଇଥିବା ୩ ମାସର ଡେଡ୍‌ ଲାଇନ୍‌ ଆଉ ୪ଦିନରେ ସରୁଛି। ନୂଆ ମୋଟର ଯାନ ଆଇନକୁ କଡାକଡ଼ି ପାଳନ କରିବାକୁ ଟ୍ରାଫିକ ପୋଲିସ ଓ…

5 years ago

‘ମୋ ସାଇକେଲ’କୁ ବର୍ଷେ ପୂରିଲା

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ…

5 years ago

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ…

5 years ago

ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍‌

ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍‌ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ…

5 years ago

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯…

5 years ago

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌…

5 years ago

ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ…

5 years ago

ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା।…

5 years ago