ମେଟ୍ରୋ

ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି: ନିରଞ୍ଜନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ଗଠନ ହେବ ନୂଆ ପିସିସି କମିଟି। ଏନେଇ ଶୁକ୍ରବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ପର୍ଯ୍ୟବେକ୍ଷକମାନେ ଜିଲା ଗସ୍ତ…

5 years ago

ଦୁଇ କିଡନୀ ହରାଇଛନ୍ତି ସାମ୍ବାଦିକ: ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଢେଙ୍କାନାଳ ଜିଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ…

5 years ago

ମନୋଜ ରଥଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ମୁଖପାତ୍ର ବୋଲାଉଥିବା ମନୋଜ ରଥଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଧାନସଭାରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି।…

5 years ago

ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍‌ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ…

5 years ago

ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ…

5 years ago

ଉତ୍କଳ ବିଶ୍ୱବିଦ୍ୟାଳୟ ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ସୂଚନା ମିଳିଛି। ତାଙ୍କର ପରିଚୟ…

5 years ago

ମହଙ୍ଗା ପଡ଼ିଲା ଖାକି ବର୍ଦ୍ଦିରେ ନିଶା କାରବାର: କନଷ୍ଟେବଳ ଜାନକୀବଲ୍ଲଭ ବହିଷ୍କୃତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ପୋଲିସ ବିଭାଗରେ ଚାକିରି କରି ବ୍ରାଉନସୁଗାର ବେପାର କରିବା ଶେଷରେ ମହଙ୍ଗା ପଡ଼ିଛି। କିଛିଦିନ ତଳେ ଗିରଫ ହୋଇଥିବା କନଷ୍ଟେବଳ ଜାନକୀବଲ୍ଲଭ ଭାରିମଲ୍ଲଙ୍କୁ ଚାକିରିରୁ ବିଦା…

5 years ago

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ…

5 years ago

୫ହଜାର ଲାଞ୍ଚ: ସେକ୍ସନ ଅଫିସର ଗିରଫ

କଟକ ଅଫିସ,୨୨ା୧୧:  ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶାଳୟର ସେକ୍ସନ ଅଫିସର ଗୀତା ଖାଡିଆ ୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୁରୁବାର ଏହି ଲାଞ୍ଚ…

5 years ago

ଚେକ ବାଉନ୍ସ ମାମଲାରେ ଜଣେ ଗିରଫ

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଥାନା ଅଧୀନ ଶ୍ରୀରାମନଗରର ଜଣେ ମହିଳାଙ୍କଠାରୁ ଧାର ଟଙ୍କା ନେଇ ଚେକ୍‌ ଦେବା ଏବଂ ପରବର୍ତ୍ତୀ ସମୟରେ ୩ଟି ଚେକ୍‌ ବାଉନ୍ସ ହେବା…

5 years ago