ମେଟ୍ରୋ

ଭୁବନେଶ୍ୱରରୁ ରାସ୍‌-ଅଲ୍‌-ଖଇମା ମଧ୍ୟରେ ବିମାନସେବା ଦାବି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଭୁବନେଶ୍ୱର ଏବଂ ୟୁଏଇସ୍ଥିତ ରାସ-ଅଲ୍‌-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ…

5 years ago

ଟୋକନ୍‌ ବ୍ୟବସ୍ଥା ପ୍ରତ୍ୟାହାର ତାତି: ଭୁବନେଶ୍ୱରରେ ଗର୍ଜିଲେ ଚାଷୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ୍‌ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବା ପରେ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବରଗଡ଼,…

5 years ago

୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡିଶା ଆଦର୍ଶ ବିଦ୍ୟାଳୟର ଗଭର୍ଣ୍ଣିଂ ବଡିର ବୈଠକ ଶେଷ ହୋଇଛି। ଲୋକସେବା ଭବନଠାରେ ବସିଥିବା ଏହି ବୈଠକରେ ମାର୍ଚ୍ଚ ୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ…

5 years ago

ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ…

5 years ago

ରାଜ୍ୟ ଜମି ଦେଲେ ଭୁବନେଶ୍ୱରରେ ଶୀଘ୍ର ନୂଆ ଏୟାରପୋର୍ଟ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ଅନ୍ତର୍ଜାତୀୟ ଏୟାରପୋର୍ଟ। ରାଜ୍ୟ ସରକାର ଯେତେଶୀଘ୍ର ଜମି ଯୋଗାଇ ଦେବେ, ସେତେ ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।…

5 years ago

ରାଜପଥ ମନ୍ତ୍ରଣାଳୟ ‘ସଡ଼କ ଦୁର୍ଘଟଣା-୨୦୧୮’ ରିପୋର୍ଟ ପ୍ରକାଶିତ: ୨.୩୭ ପ୍ରତିଶତ ମୃତ୍ୟୁ ହାର ବଢ଼ିଛି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ‘ଭାରତରେ ସଡ଼କ ଦୁର୍ଘଟଣା-୨୦୧୮’ ରିପୋର୍ଟ ଜାରି କରାଯାଇଛି। ଏହା ହେଉଛି ମନ୍ତ୍ରଣାଳୟ ଅଧୀନ ପରିବହନ…

5 years ago

ଧର୍ମେନ୍ଦ୍ରଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଏରାମ ଠାକୁର ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ହିମାଚଳ ପ୍ରଦେଶର ବିକାଶ ପାଇଁ ତୈଳ…

5 years ago

ସ୍ମିତାରାଣୀଙ୍କ ହତ୍ୟା ଲୁଚାଇବାକୁ ଷଡ଼ଯନ୍ତ୍ର: ନରସିଂହ

ଭୁବନେଶ୍ୱର, ୨୧।୧୧ (ବ୍ୟୁରୋ): ଯାଜପୁର ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବୁଧବାର ବିଧାନସଭାରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ବେଳେ ବିରୋଧୀ…

5 years ago

‘ଲିମ୍‌କା ବୁକ୍‌ ରେକର୍ଡସ୍‌’ରେ ୪ର୍ଥ ଥର ପାଇଁ ପେପରମ୍ୟାନ୍‌ ଶଶାଙ୍କ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ପୁଣିଥରେ ‘ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସ୍‌’ରେ ସ୍ଥାନ ପାଇବେ ‘ପେପରମ୍ୟାନ୍‌’ ଶଶାଙ୍କ ଶେଖର ଦାଶ। ଚତୁର୍ଥ ଥର ଲାଗି ସେ ଏହି ରେକର୍ଡସ୍‌ରେ ନିଜ…

5 years ago

ଋଣ ପ୍ରଦାନ ନାଁରେ ୧.୯୬ କୋଟି ଠକେଇ: ୨ ପୂର୍ବତନ ବ୍ୟାଙ୍କ ଅଧିକାରୀ ଗିରଫ

ଭୁବନେଶ୍ୱର/ ସମ୍ବଲପୁର ୨୧।୧୧(ବ୍ୟୁରୋ): ବ୍ୟାଙ୍କ ଋଣ ପ୍ରଦାନ ଆଳରେ ୧.୯୬ କୋଟି ଟଙ୍କା ଠକେଇରେ ସଂପୃକ୍ତ ସିଣ୍ଡିକେଟ ବ୍ୟାଙ୍କର ୨ ପୂର୍ବତନ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ…

5 years ago