ମେଟ୍ରୋ

ରାଜ୍ୟସ୍ତରୀୟ ଡ. ହରେକୃଷ୍ଣ ଜୟନ୍ତୀ: ଗୁଆଝରରେ ୫୧ ପାଇକ ଆଖଡ଼ା ଦଳ

ପୁରୁଣା ଭୁବନେଶ୍ୱର,୨୧।୧୧(ଡି.ଏନ୍‌.ଏ.): ବୁଧବାର ଡ. ହରେକୃଷ୍ଣ ମହତାବ ଜୟନ୍ତୀ ପାଳନ ଅବସରରେ ସ୍ଥାନୀୟ ଗୁଆଝରରେ ରାଜ୍ୟର ୫୧ ପାଇକ ଆଖଡା ଦଳ ସେମାନଙ୍କର ସମରକଳା ପ୍ରଦର୍ଶନ କରିଥିଲେ।…

5 years ago

ଅଭୟ ନୂଆ ଡିଜିପିି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୟ କୁମାର ଶର୍ମାଙ୍କୁ ବୁଧବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପଦରୁ ହଟାଇ ଦେଇଛନ୍ତି। ନୂଆ ଡିଜିପି ଭାବେ ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର…

5 years ago

ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ…

5 years ago

୨୯ଦିନ ହେବ ଯୁବକଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିରୁ ଜଣେ ଯୁବକ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ…

5 years ago

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ…

5 years ago

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ…

5 years ago

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ…

5 years ago

ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ…

5 years ago

ମାଗଣା ହୋଇପାରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ‘ମୋ ସାଇକେଲ ଯୋଜନା’କୁ ବର୍ଷେ ପୂରିବ। ମୋ ବସ୍‌ ଭଳି ମୋ ସାଇକେଲ ସଫଳ ହୋଇ ନ ଥିବାରୁ କିପରି ଅଧିକ…

5 years ago

ଶୁକ୍ରବାରଠାରୁ ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବା ସାରା ଦେଶରେ ଆଦୃତ୍ତ ହୋଇଛି। ଦେଶର ଶ୍ରେଷ୍ଠ ସିଟି ବସ୍‌…

5 years ago