ମେଟ୍ରୋ

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ ପ୍ରସଙ୍ଗ: ଧାନକିଣା ନେଇ ଗୃହରେ ହୋହଲ୍ଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଧାନ କିଣା ପାଇଁ ରାଜ୍ୟସ୍ତରୀୟ ଟୋକନ ବ୍ୟବସ୍ଥାକୁ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଆଦି ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀଙ୍କ ଠାରୁ ଧାନ…

5 years ago

୧୦ ଖଣି ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ: ଭାଗନେଲେ ୧୭୬ ବିଡର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ୧୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସେହି ଖଣିଗୁଡ଼ିକ ହେଲା ନୂଆଗଁା ଲୁହାପଥର ଖଣି, ଠାକୁରାଣୀ ଲୁହା ପଥର…

5 years ago

କୁକୁର ଛୁଆ ମାରି ଗିରଫ ହେଲେ କ୍ୟାବ୍‌ ଡ୍ରାଇଭର

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): କୁକୁର ଛୁଆଙ୍କ ଉପରେ ଗାଡ଼ି ଚଢ଼ାଇ କ୍ୟାବ୍‌ ଡ୍ରାଇଭର ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରରେ, ଯାହା ଚର୍ଚ୍ଚାର ବିଷୟ…

5 years ago

ସ୍ମିତାରାଣୀ ପ୍ରସଙ୍ଗ: ଗୃହକୁ ଆସିଲାନି ଭାଜପା, ବିଧାନସଭା ଅପରାହ୍ନ ୩ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ…

5 years ago

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି।…

5 years ago

ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା ଦେଖାଉଥିଲେ…

5 years ago

ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ: ମାଷ୍ଟରମାଇଣ୍ଡ ଗିରଫ, ଜଣେ ଫେରାର

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଜଣେ ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ କରି ସାଢେ ୩ଲକ୍ଷ ନେବା ଅଭିଯୋଗରେ ନୟାପଲ୍ଲୀ ପୋଲିସ ରବିବାର ମାଷ୍ଟରମାଇଣ୍ଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

5 years ago

ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: କଲେଜ ଛାତ୍ର ଗିରଫ

ପୁରୁଣା ଭୁବନେଶ୍ୱର/ପିପିଲି,୧୮ା୧୧(ଡି.ଏନ.ଏ.): ପିପିଲି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଜଣେ କଲେଜ ଛାତ୍ରଙ୍କୁ ରବିବାର ଗିରଫ କରିଛି।…

5 years ago

ଡ୍ରେନ୍‌ ଜଗିବ ବିଏମ୍‌ସି ସ୍କ୍ବାଡ୍‌

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୫୦ରୁ ଊର୍ଦ୍ଧ୍ୱ ଘରୋଇ ସେସ୍‌ପୁଲ ଗାଡ଼ି ରହିଛି। କିନ୍ତୁ ସେଗୁଡ଼ିକ ମଧ୍ୟରୁ ଅନେକ ସହରର ସ୍ବଚ୍ଛତାକୁ ଅଣଦେଖା କରି ଏଣେତେଣେ ମଳ ପକାଉଛି।…

5 years ago

ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ…

5 years ago