ଭୁବନେଶ୍ୱର: ଏକାଡେମୀ ଅଫ୍ ମୋଶନ ପିକ୍ଚର୍ ଆର୍ଟସ ଆଣ୍ଡ ସାଇନ୍ସେସ୍ ଦ୍ୱାରା ନିକଟରେ ବିଶ୍ୱର ସର୍ବବୃହତ୍ ଚଳଚ୍ଚିତ୍ର ପୁରସ୍କାର ‘ଓସ୍କାର’ ୨୦୧୯ରେ ସାମିଲ ହୋଇଥିବା ଚଳଚ୍ଚିତ୍ରର ତାଲିକା…
ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍ସନ’…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର…
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଦଳର ୩୬ ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ସଭାପତିଙ୍କ ନାମ ପ୍ରକାଶ କରାଯାଇଛି। ଗତ ୧୫ ଏବଂ ୧୬…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ…
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ…
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ ୪ରୁ…
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟରେ ଭୂତଳ ଜଳ ସ୍ତର ଗୁରୁତର ଭାବେ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଜଳ ସଙ୍କଟ ସଙ୍ଗିନ ହେବ ବୋଲି ଆକଳନ କରାଯାଇଛି।…