ମେଟ୍ରୋ

ବିଧାନସଭା ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି ଆନ୍ଦୋଳନକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ବୁଧବାରଠାରୁ ବିଧାନସଭାର ଷୋଡ଼ଶ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ପୋଲିସ…

5 years ago

ବିନ୍ଦୁସାଗର ବୋଇତ ବନ୍ଦାଣ ଉତ୍ସବ:୧୦ ଜଣଙ୍କୁ ଏକାମ୍ର ସାଂସ୍କୃତିକ ସମ୍ମାନ

ପୁରୁଣା ଭୁବନେଶ୍ୱର, ୧୩।୧୧(ଡି.ଏନ.ଏ.):ଓଡ଼ିଶାର ଗୌରବମୟ ନୌ-ବାଣିଜ୍ୟ ଇତିହାସକୁ ଉଜ୍ଜୀବିତ କରି ରଖିବା ପାଇଁ ଭୁବନେଶ୍ୱର ସାଂସ୍କୃତିକ ପରିଷଦ ପକ୍ଷରୁ ବିନ୍ଦୁସାଗରରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ଥିଲା।…

5 years ago

ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ:ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

କଟକ ଅଫିସ, ୧୩।୧୧:କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଙ୍ଗଳବାର ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। ପ୍ରଥମ ଦିନରେ ବାଲିଯାତ୍ରା ପଡିଆକୁ ଚାହିଁଲେ ଲୋକ ମାଳମାଳ। ବିଶେଷକରି ସନ୍ଧ୍ୟାରେ…

5 years ago

ନୂତନ ଖାଉଟି ସୁରକ୍ଷା ଆଇନକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି:ରାଜ୍ୟ ସ୍ବାର୍ଥକୁ ଗୁରୁତ୍ୱ ଦେଇ ନିୟମାବଳୀ କର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଖାଉଟି ସୁରକ୍ଷା ଆଇନ ୧୯୮୬ ବଦଳରେ କେନ୍ଦ୍ର ସରକାର ନୂତନ ଖାଦ୍ୟ ସୁରକ୍ଷା ଆଇନ-୨୦୧୯ ପ୍ରଣୟନ କରିଛନ୍ତି। ଏହି ଆଇନ କାର୍ଯ୍ୟକାରୀ କରିବାକୁ ଆବଶ୍ୟକୀୟ ନିୟମାବଳୀ ପ୍ରସ୍ତୁତ…

5 years ago

ଭିତୋଲ ଗ୍ରୁପ ମୁଖ୍ୟଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତ-ଓପେକ୍‌ ଭାଗୀଦାରିକୁ ମଜଭୁତ୍‌ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିତୋଲ ଗ୍ରୁପର ମୁଖ୍ୟ ମାଇକ୍‌ ମିଲ୍ଲରଙ୍କୁ ସାକ୍ଷାତ୍‌ କରିଛନ୍ତି। ଭିତୋଲ ଗ୍ରୁପ କମ୍ପାନୀକୁ ତୈଳ ଓ…

5 years ago

ନେତାଙ୍କ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ପ୍ରସଙ୍ଗ:କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଅଭିଯୋଗ ସଂକ୍ରାନ୍ତୀୟ ଏକ ମାମଲାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆରସି)ଙ୍କ ପକ୍ଷରୁ ଓଡ଼ିଶା ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ…

5 years ago

ଆଜି ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର…

5 years ago

କୃଷି, ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବ କଂଗ୍ରେସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):କୃଷି, କୃଷକ ସମସ୍ୟା, ବେକାରି, ଆଇନଶୃଙ୍ଖଳା, ନାରୀ ସୁରକ୍ଷା, ଦୁର୍ନୀତି ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ଅପରାହ୍ନରେ ବିଧାନସଭା…

5 years ago

ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତଙ୍କୁ ବିଦ୍ୟୁତ୍‌ ସେବା ଲକ୍ଷ୍ୟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ବାତ୍ୟା ବୁଲ୍‌ବୁଲ୍‌ ଦ୍ୱାରା ପ୍ରାୟ ୧୬ ଲକ୍ଷ ବିଦ୍ୟୁତ୍‌ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ବାତ୍ୟା କମିବାର ଦିନକ ମଧ୍ୟରେ ପ୍ରାୟ ୧୫ ଲକ୍ଷ ଉପଭୋକ୍ତାଙ୍କୁ ପୂର୍ବବତ ସୁବିଧା…

5 years ago

ଜଗା-କାଳିଆ ଅସ୍ତ୍ରୋପଚାର:‘ଲିମ୍‌କା ବୁକ୍‌’ରେ ସ୍ଥାନ ପାଇଲା

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କଠାରେ ହୋଇଥିବା ଅସ୍ତ୍ରୋପଚାର ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡ୍‌ସର ୨୦୨୦ ସଂସ୍କରଣ ପାଇଁ ସ୍ଥାନ ପାଇଛି। ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଡା.…

5 years ago