ମେଟ୍ରୋ

ଏକାଥରକେ ଦାନ୍ତ ଘଷି ଗିନିଜ୍‌ ବିଶ୍ୱ ରେକର୍ଡ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଜଣେ କି ଦୁଇଜଣ ନୁହେଁ, ଗୋଟିଏ ସ୍ଥାନରେ ଏକାସାଙ୍ଗରେ ୨୬,୩୮୨ଜଣ ଦାନ୍ତ ଘଷିି କରିଛନ୍ତି ବିରଳ ବିଶ୍ୱ ରେକର୍ଡ। ଗୁରୁବାର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…

5 years ago

ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ…

5 years ago

ସିଏସ୍‌ଏନ୍‌ଆର୍‌ ଓ ସିଏଚ୍‌ଆର୍‌ଆଇ ପକ୍ଷରୁ ଅପରାଧ ରିପୋର୍ଟ ପ୍ରକାଶ : ଭୁବନେଶ୍ୱର ପୋଲିସ ଜିଲାରେ ସର୍ବାଧିକ ମାମଲା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ସିଏସ୍‌ଏନ୍‌ଆର୍‌ ଓ ସିଏଚ୍‌ଆର୍‌ଆଇ ପକ୍ଷରୁ ରାଜ୍ୟର ୪ ପୋଲିସ ଜିଲାର ଅପରାଧ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ୨୦୧୭ ରୁ ୨୦୧୮ ମେ’ ମଧ୍ୟରେ…

5 years ago

ବିଭିନ୍ନ ପ୍ରାନ୍ତକୁ ପୂର୍ବତଟ ରେଳପଥର ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୮ା୧୧(ବ୍ୟୁରୋ):ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ଟ୍ରେନ ପାଇଁ ଯାତ୍ରୀ ଆଗ୍ରହ ଦେଖାଇଛନ୍ତି। ପୁରୀ-ଅମୃତସର ସ୍ବତନ୍ତ୍ର ଟ୍ରେନରେ ପୂର୍ଣ୍ଣମାତ୍ରାରେ ସଂରକ୍ଷିତ ହୋଇଛି ବୋଲି ପୂର୍ବତଟ…

5 years ago

ରାଜ୍ୟରେ ବଢ଼ୁଛି ବନ୍ୟପ୍ରାଣୀ ଅପରାଧ : ଭବାନୀପାଟଣାରୁ ହାତୀଦାନ୍ତ ଜବତ, ୩ ଗିରଫ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଦିନକୁ ଦିନ ଓଡ଼ିଶାରେ ବଢ଼ିଚାଲିଛି ବନ୍ୟପ୍ରାଣୀ ଅପରାଧ। ଏହି କ୍ରମରେ ଗୁରୁବାର କ୍ରାଇମବ୍ରାଞ୍ଚ୍‌ ଏସ୍‌ଟିଏଫ୍‌ ଭବାନୀପାଟଣାରୁ ଏକ ହାତୀଦାନ୍ତ ଓ ବାଘଛାଲ ଜବତ କରିବା…

5 years ago

ପ୍ରତାପ ଜେନା ପାଇବେ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶ୍ରେଷ୍ଠ ମନ୍ତ୍ରୀ…

5 years ago

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…

5 years ago

ନିଶା ବେପାରୀଙ୍କ ଗୁଳିମାଡ଼ରେ ପୁଅ ମୃତ, ବାପା ଗୁରୁତର

ଭୁବନେଶ୍ୱର,୮-୧୧(ବ୍ୟୁରୋ):ରାଜଧାନୀରେ ପୁଣି ଫୁଟିଛି ଗୁଳି। ଗଡ଼ିଛି ଆଉ ଏକ ମୁଣ୍ଡ। ବ୍ରାଉନ ସୁଗାର ବେପାରକୁ ବିରୋଧ କରିବାରୁ ବାପା ଓ ପୁଅଙ୍କୁ ଗୁଳିମାଡ଼ ହୋଇଛି। ନିଶା ବେପାରୀଙ୍କ…

5 years ago

ବାଂଲାଦେଶ ମୁହାଁଇଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ବାତ୍ୟା ‘ବୁଲ୍‌ବୁଲ୍‌’ରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହି ସାମୁଦ୍ରିକ ଝଡ…

5 years ago

୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ…

5 years ago