ମେଟ୍ରୋ

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…

5 years ago

ନିଶା ବେପାରୀଙ୍କ ଗୁଳିମାଡ଼ରେ ପୁଅ ମୃତ, ବାପା ଗୁରୁତର

ଭୁବନେଶ୍ୱର,୮-୧୧(ବ୍ୟୁରୋ):ରାଜଧାନୀରେ ପୁଣି ଫୁଟିଛି ଗୁଳି। ଗଡ଼ିଛି ଆଉ ଏକ ମୁଣ୍ଡ। ବ୍ରାଉନ ସୁଗାର ବେପାରକୁ ବିରୋଧ କରିବାରୁ ବାପା ଓ ପୁଅଙ୍କୁ ଗୁଳିମାଡ଼ ହୋଇଛି। ନିଶା ବେପାରୀଙ୍କ…

5 years ago

ବାଂଲାଦେଶ ମୁହାଁଇଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ବାତ୍ୟା ‘ବୁଲ୍‌ବୁଲ୍‌’ରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହି ସାମୁଦ୍ରିକ ଝଡ…

5 years ago

୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ…

5 years ago

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର…

5 years ago

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧),…

5 years ago

ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର…

5 years ago

ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି…

5 years ago

ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ

କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ…

5 years ago

ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…

ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର…

5 years ago