ମେଟ୍ରୋ

ବର୍ଷାରେ ବେହାଲ ରାଜଧାନୀ: ରାସ୍ତାରେ କୃତ୍ରିମ ବନ୍ୟାର ଭ୍ରମ, ଜନଜୀବନ ପ୍ରଭାବିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌, ପଟିଆ,…

5 years ago

୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା…

5 years ago

ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା…

5 years ago

‘ପ୍ରୋପା ଲେଡି’ରେ ଦୂତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ପ୍ରଥମେ ‘କୌନ୍‌ ବନେଗା କରୋଡ୍‌ ପତି’ର ହଟ୍‌ ସିଟ୍‌ ଆଉ ତା’ପରେ ଭୋଗ୍‌ ‘ସ୍ପୋର୍ଟସ୍‌ ମ୍ୟାନ୍‌ ଅଫ୍‌ ଦି ଇୟର୍‌’। ଆଉ ଏବେ ପ୍ୟୁମାର…

5 years ago

ଘାତକ ହେଉଛି ବାୟୁ ପ୍ରଦୂଷଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଘାତକ ହେଉଛି ବାୟୁ ପ୍ରଦୂଷଣ। ଏଥିଯୋଗୁ ବିଭିନ୍ନ ମାରାତ୍ମକ ରୋଗର ଶିକାର ହୋଇ ବହୁ ମୂଲ୍ୟ ଜୀବନ ଚାଲିଯାଉଛି। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ୨୦୧୭ରେ…

5 years ago

ରାତିରେ ରାଜଧାନୀ ରାଜପଥରେ ରୋଡ୍‌ ରୋମିଓଙ୍କ ଉତ୍ପାତ: ଅଭିନେତ୍ରୀଙ୍କୁ ପିଛାକରି ଆତଙ୍କ ଖେଳାଇଲେ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଅସୁରକ୍ଷିତ ହେଉଛି ରାଜଧାନୀର ରାତି। ରାଜପଥଠାରୁ ଆରମ୍ଭ କରି ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ ଉତ୍ପାତ କରୁଛନ୍ତି ଅପରାଧୀ। ମଙ୍ଗଳବାର ବିଳମ୍ବିତ ରାତିରେ ସହରଦେଇ…

5 years ago

ଭାଙ୍ଗିଲା ଜୟଦେବ ଟାଓ୍ବାରର ବେଆଇନ ନିର୍ମାଣ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ବିଲ୍ଡିଂ ପ୍ଲାନ ନ ମାନିବାରୁ ଉଚ୍ଛେଦ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଦିଆଯାଇଥିବା ବିଲ୍ଡିଂ ପ୍ଲାନ ଅନୁସାରେ ଗୃହ ନ କରିବାରୁ ଜୟଦେବ…

5 years ago

ଚାକିରି ଦେବାକୁ କହି ୨ କୋଟି ଟଙ୍କା ଠକେଇ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବ୍ଲକରେ ଲୋକଙ୍କୁ ଚାକିରି ଦେବା ଆଳରେ ସଂସ୍ଥା ଖୋଲି ଠକେଇ କରିଥିବା ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ଗିରଫ…

5 years ago

ପୁଣି ସବୁଜ ସୁନ୍ଦର ହେବ ଭୁବନେଶ୍ୱର: ଆଳଙ୍କାରିକ ବୃକ୍ଷ ସହରର ଶୋଭା ବଢ଼ାଇବ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଭୁବନେଶ୍ୱରକୁ ପୁଣି ସବୁଜ ସୁନ୍ଦର କରାଯିବ। ରାସ୍ତାକଡ଼, ଫ୍ଲାଏ ଓଭର ତଳ ଓ ସହରର ବିଭିନ୍ନ ସ୍ଥାନରେ ସୌନ୍ଦର୍ଯ୍ୟଭରା ଓ ଆଳଙ୍କାରିକ ବୃକ୍ଷ, ଲତା…

5 years ago

ବର୍ଷା ଯୋଗୁ ଟ୍ରେନ୍‌ ସେବା ବାଧାପ୍ରାପ୍ତ: ବହୁ ଟ୍ରେନ୍‌ ବାତିଲ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ବଙ୍ଗେପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଟ୍ରେନ୍‌ ସେବା ବ୍ୟାହତ ହୋଇଛି। ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି…

5 years ago