ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ…

5 years ago

ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି।…

5 years ago

ଭୁବନେଶ୍ୱରରେ ଇଏସ୍‌ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ ଓ…

5 years ago

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା…

5 years ago

ନନ୍ଦନକାନନକୁ ଦୀପାବଳି ଭେଟି:ଉପହାରରେ ମିଳିଲା ୮ ହଳଦିଆ ଆନ୍ନାକୋଣ୍ଡା, ନାଇଲ କୁମ୍ଭୀର

ବାରଙ୍ଗ,୨୩-୧୦(ଡି.ଏନ.ଏ.):ନନ୍ଦନକାନନକୁ ମିଳିଛି ଦୀପାବଳି ଭେଟି। ଏହି ଅବସରରେ ନୂଆ ଅତିଥି ଭାବେ ୮ ହଳଦିଆ ଆନ୍ନାକୋଣ୍ଡା ଓ ୩ ନାଇଲ କୁମ୍ଭୀର ମଙ୍ଗଳବାର ସନ୍ଧ୍ୟାରେ ନନ୍ଦନକାନନରେ ପହଞ୍ଚତ୍ଛି।…

5 years ago

ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ:ଜିଲା ଗସ୍ତବେଳେ ସ୍କୁଲ, ଅନାଥାଶ୍ରମରେ ମଧ୍ୟାହ୍ନ ଭୋଜନ ଖାଅ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ନୂଆ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସମୟରେ ଅଲଗା ଅଲଗା କାର୍ଯ୍ୟରେ ମନ୍ତ୍ରୀମାନେ ଜିଲା ଗସ୍ତ କରିବା ସମୟରେ ବାହାରେ ମଧ୍ୟାହ୍ନ…

5 years ago

ନନ୍ଦନକାନନ ଆସିଲା ଆନାକୋଣ୍ଡା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଗୋଟିଏ ପଟେ ବନ୍ୟଜନ୍ତୁଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାରେ ରହୁଥିବା ନନ୍ଦନକାନନକୁ ମଙ୍ଗଳବାର ପୁଣି ନୂତନ ଅତିଥି ଆସିଛନ୍ତି। ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କରୁ ନନ୍ଦନକାନନ ଆସିଛି ହଳଦିଆ…

5 years ago

ଲଘୁଚାପ: ବୁଧବାରରୁ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି,…

5 years ago

ଏଣିକି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ପରୀକ୍ଷା: ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଏଣିକି ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଚଳିତ ବର୍ଷଠାରୁ ଷାଣ୍ମାସିକ ଏବଂ ବାର୍ଷିକ…

5 years ago

୪ ଜିଲା ପରିଷଦ ଆସନରେ ଉପନିର୍ବାଚନ: ୨୯ରେ ଜାରି ହେବ ନୋଟିସ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟର ୪ ଜିଲା ପରିଷଦ ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଛତ୍ରପୁର, ଦାନଗଦି, ପଟ୍ଟାଙ୍ଗୀ ଏବଂ ଦଶରଥପୁର ପାଇଁ ଏହି ଉପନିର୍ବାଚନ ହେବ। ସେହିପରି ୧୭…

5 years ago