ମେଟ୍ରୋ

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ…

5 months ago

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏହି…

5 months ago

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର ୧୦…

5 months ago

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତେବେ…

5 months ago

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ…

5 months ago

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ…

5 months ago

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ ବିରୋଧରେ…

5 months ago

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ ହେଲା…

5 months ago

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ…

5 months ago

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ ସାମିଲ…

5 months ago