ମେଟ୍ରୋ

ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍‌ ନେଇ ପୋଲିସ ସେମାନଙ୍କୁ ଅଟକ…

5 years ago

ନନ୍ଦନକାନନରେ ଧଳା ମହାବଳ ବାଘ ଶୁଭ୍ରାଂଶୁର ମୃତ୍ୟୁ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର…

5 years ago

ବିଏମ୍‌ସିର ରାଜସ୍ବ ଚିନ୍ତା

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜସ୍ବ ବଢ଼ାଇବା ଚିନ୍ତାରେ ବାଉଳିଚାଉଳି ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଆର୍ଥିକ ବର୍ଷ ଶେଷ ସୁଦ୍ଧା କିପରି ୧୫୦ କୋଟି ଟଙ୍କା ରାଜସ୍ବ…

5 years ago

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ରାଜସ୍ବ ଅଧିକାରୀ

କଟକ ରୋଡ,୧୫ା୧୦(ଡି.ଏନ୍‌.ଏ.): ମ୍ୟୁଟେଶନ କରାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ଅଧିକାରୀ। ସେ…

5 years ago

ଆଜିଠୁ ଭୁବନେଶ୍ୱର ନୟାଗଡ଼ ସେବା ଏକ୍ସପ୍ରେସ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର-ନୟାଗଡ଼ ସେବା ଏକ୍ସପ୍ରେସ ମଙ୍ଗଳବାର ଆରମ୍ଭ ହେବାକୁ ଯାଉଛି। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଅପରାହ୍ନ ୧ଟା ୩୦ରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ…

5 years ago

ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ…

5 years ago

ଭୁବନେଶ୍ୱରରୁ ଏୟାର ଏସିଆ ଉଡ଼ାଇବ ଆଉ ୪ ବିମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଭୁବନେଶ୍ୱରରୁ ଆଉ ୪ ବିମାନ ଉଡ଼ାଇବ ଏୟାର ଏସିଆ। ଖୁବ୍‌ଶୀଘ୍ର ତିନୋଟି ରୁଟ୍‌ରେ ଏହି ବିମାନଗୁଡିକ ଚଳାଚଳ କରିବ ବୋଲି ପର୍ଯ୍ୟଟନ ସଚିବ ବିଶାଲ…

5 years ago

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପଦ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ନୂତନ କୁଳପତି ଚୟନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିଲାଗି…

5 years ago

ଓଟିଇଟି ପରୀକ୍ଷାରେ ବିଭ୍ରାଟ ଘଟଣା: ବୋର୍ଡ କାର୍ଯ୍ୟାଳୟ ଘେରାଉ

କଟକ ଅଫିସ,୧୫ା୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାରେ ଅନେକ ବିଭ୍ରାଟ ଘଟିଛି। ଗତ ୯ ତାରିଖରେ ବୋର୍ଡ ପକ୍ଷରୁ…

5 years ago

ହୋମ୍‌ଗାର୍ଡଙ୍କୁ ବରୀ ବିଧାୟିକା ସ୍ବାମୀଙ୍କ ମାଡ଼ ଘଟଣା: ଓଏଚ୍‌ଆର୍‌ସିଙ୍କୁ ଭେଟିଲା ଭାଜପା ପ୍ରତିନିଧି ଦଳ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଔପଦା ଗଁାର ଜଣେ ଅନୁସୂଚିତ ଜାତିର ହୋମ୍‌ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ମାଡ଼ ମାରିବା ଘଟଣା…

5 years ago