ମେଟ୍ରୋ

ଲୋକସେବା ଭବନରେ ନିଆଁ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍‌ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ ବାହାରୁଥିବା…

5 years ago

ଇଣ୍ଡିଆସ୍‌ ଚାର୍ମିଂ ଫେସ୍‌ ଓଡ଼ିଶା ୨୦୧୯ ଟାଇଟଲ ଜିତିଲେ ନିରଞ୍ଜନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍‌ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଚାର୍ମିଂ ଫେସ୍‌’ର ଚଳିତ ବର୍ଷ ୩ୟ ସଂସ୍କରଣ ଅନୁଷ୍ଠିତ ହେଉଥିବାବେଳେ ଇଣ୍ଡିଆସ୍‌ ଚାର୍ମିଂ ଫେସ୍‌ ଓଡ଼ିଶା…

5 years ago

ବିଜେପୁରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ: ପ୍ରତିଶ୍ରୁତି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ସରକାରଙ୍କ ବିଭିନ୍ନ ପ୍ରତିଶ୍ରୁତି ବାବଦରେ ବିଜେପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ। ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଦାବି ପୂରଣ ନ ହେଲେ ଆସନ୍ତା…

5 years ago

ଗଣଶିକ୍ଷା ବିଭାଗର ‘ଜିରୋ ଏଫ୍‌’ ମିଶନ:ଛୁଟିଦିନରେ ଦଶମ ଶ୍ରେଣୀ ପିଲାଙ୍କୁ ପଢ଼ାଇବେ ଶିକ୍ଷକ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହାର କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିନ୍ତା କରିଛି। ଏଥିପାଇଁ ‘ଜିରୋ ଏଫ୍‌’ ମିଶନ ଆରମ୍ଭ କରିଛି।…

5 years ago

୧୪ରୁ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି)ର ତୃତୀୟ ସଂସ୍କରଣ ଆୟୋଜିତ ହେବ। ଅକ୍ଟୋବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ…

5 years ago

ବିଜେପୁର: ପ୍ରସଙ୍ଗ ନୁହେଁ, ପତିଆରା ରାଜନୀତି

ବିଜେପୁର,୧୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଅଛି। ଦେଢ଼ବର୍ଷ ମଧ୍ୟରେ ତୃତୀୟଥର ନିର୍ବାଚନ ଦେଖୁଛନ୍ତି ବିଜେପୁର ଭୋଟର। ଲଗାତର ନିର୍ବାଚନ ଫଳରେ ପୂର୍ବ…

5 years ago

୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍‌, ରଷିଆନ୍‌ ଭାଷା ଶିଖିବେ ଟୁର୍‌ ଅପରେଟର୍‌; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍‌ଜେଟ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି…

5 years ago

କ୍ୟାପିଟାଲ ହସ୍ପିଟାଲ ଫୁଟ୍‌ପାଥ୍‌ରେ ପ୍ରସବ: ସ୍ବାସ୍ଥ୍ୟ ସଚିବଙ୍କୁ ତଦନ୍ତ ରିପୋର୍ଟ ଦେଲେ ନିର୍ଦ୍ଦେଶକ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଡାକ୍ତରଖାନା କ୍ୟାପିଟାଲ ହସ୍ପିଟାଲ ଫୁଟ୍‌ପାଥ୍‌ରେ ଜଣେ ମହିଳା ଶିଶୁପୁତ୍ର ଜନ୍ମ ଦେଇଥିଲେ, ଯାହାକୁ ନେଇ ଶୁକ୍ରବାର ରାତିରେ ହସ୍ପିଟାଲ ପରିସରରେ…

5 years ago

ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା ସଦସ୍ୟା…

5 years ago

ଗୋଟିଏ ପୃଷ୍ଠା ହେବ କର୍ମଚାରୀଙ୍କ ଦରମା ବିଲ୍‌

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ):ସରକାରୀ କର୍ମଚାରୀମାନଙ୍କ ଦରମା ଦେବାକୁ ଆଉ ବରବାଦ ହେବ ନାହିଁ ଲକ୍ଷ ଲକ୍ଷ ପୃଷ୍ଠାର କାଗଜ। ଗୋଟିଏ ପୃଷ୍ଠାରେ ସବୁ କର୍ମଚାରୀଙ୍କ ଦରମା ବିଲ୍‌ ପ୍ରସ୍ତୁତ ହେବ।…

5 years ago