ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ସୋମବାରଠାରୁ ଆମରଣ ଅନଶନ ଆରମ୍ଭ ହୋଇଛି। ରାଜ୍ୟର ୫ ହଜାରରୁ ଊର୍ଦ୍ଧ୍ୱ ଠିକାଦାର ବିଧାନସଭା ଘେରାଉ…
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧୦ରୁ ପିଆଜ ଦର କମିବା ସମ୍ଭାବନା ରହିଛି। କାରଣ ଇଜିପ୍ଟରୁ ସରକାର ପ୍ରାୟ ୧ ଲକ୍ଷ ୨୦ ହଜାର ଟନ୍ ପିଆଜ…
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଜଗତ୍ସିଂହପୁର ଜିଲା ନାଉଗାଁ ଥାନା ଅଧୀନ ତିରୁନା ଗ୍ରାମପଞ୍ଚାୟତର ତେନ୍ତୋଇ ଗ୍ରାମର ଜଣେ ଅନୁସୂଚିତ ଜାତି(ଏସ୍ସି) ଝିଅର ଆତ୍ମହତ୍ୟା ଘଟଣାକୁ ନେଇ ସୋମବାର ବିଧାନସଭାର ଶୂନ୍ୟକାଳରେ…
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍ସିଏଚ୍ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅଜର୍ର୍ନ କରିଥିବା କଳାକାରମାନଙ୍କ ଚିତ୍ରକଳାକୁ ନେଇ ଭୁବନେଶ୍ୱର ‘ଆର୍ଟ ସମିଟ୍ ୨୦୧୯’ର ପ୍ରି-ଶୋ ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରି ପରିସରରେ ଆୟୋଜିତ…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ୱିନିଙ୍ଗ୍ ସ୍ପୋର୍ଟିଙ୍ଗ’ ଆନୁକୂଲ୍ୟରେ ୧୫ତମ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ‘ଶୋ ଟାଇମ୍-୨୦୨୦’ ଆସନ୍ତା ଫେବୃୟାରୀ ୮ ଓ ୯ରେ ପୁରୀ ବେଳାଭୂମିରେ ଆୟୋଜିତ…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି…
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଗଣତାନ୍ତ୍ରିକ ପଦ୍ଧତିରେ ନିଜର ଦାବି ନେଇ କମ୍ପ୍ୟୁଟର ଶିକ୍ଷକମାନେ ଲୋୟର ପିଏମ୍ଜିରେ ଦୀର୍ଘଦିନ ହେବ ଧାରଣା ଦେଇଛନ୍ତି। ସେମାନେ ଦାବି ଜଣାଇବା ପାଇଁ ଶନିବାର ଗଣଶିକ୍ଷା…