ମେଟ୍ରୋ

ରାଜ୍ୟରେ ହେବ ଗଞ୍ଜେଇ ଚାଷ: ଆଜି ଉଚ୍ଚସ୍ତରୀୟ ବୈଠକ

କଟକ ଅଫିସ/ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରାଯିବ। ଅବକାରୀ ବିଭାଗ ଏ ନେଇ ତତ୍ପର ହୋଇଉଠିଛି। ଔଷଧୀୟ ବ୍ୟବହାର ପାଇଁ ଏହି ଚାଷ କରିବାକୁ ସରକାର…

5 years ago

ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ ଏବଂ…

5 years ago

ସ୍ମିତାରାଣୀ ପ୍ରସଙ୍ଗ:ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ଭାଜପା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାଶପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗ ଲଗାତର ୪ଦିନ ହେଲା ଭାଜପା ସଦସ୍ୟମାନେ ବିଧାନସଭାରେ ଉଠାଇ ଆସୁଛନ୍ତି। ମାତ୍ର…

5 years ago

ଇସିଜି ପାଇଁ ଜୀବନ ଗଲା

କଟକ ଅଫିସ, ୧୯ା୧୧: ଏସ୍‌ସିବି ମେଡିକାଲ ଦିଲ୍ଲୀ ଏମ୍‌ସର ସମକକ୍ଷ ହେବ। ଗତ ସପ୍ତାହରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। କିନ୍ତୁ ଏସ୍‌ସିବି ମେଡିକାଲର ପ୍ରକୃତ ଚିତ୍ର…

5 years ago

କୁନ୍ଦୁଲି ନାବାଳିକା ଗଣବଳାତ୍କାର, ଆତ୍ମହତ୍ୟା ମାମଲା:ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: କୁନ୍ଦୁଲି ନାବାଳିକା ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟକୁ ନେଇ ସୋମବାର ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗକୁ ଏହି ମାମଲାର…

5 years ago

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ ପ୍ରସଙ୍ଗ: ଧାନକିଣା ନେଇ ଗୃହରେ ହୋହଲ୍ଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଧାନ କିଣା ପାଇଁ ରାଜ୍ୟସ୍ତରୀୟ ଟୋକନ ବ୍ୟବସ୍ଥାକୁ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଆଦି ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀଙ୍କ ଠାରୁ ଧାନ…

5 years ago

୧୦ ଖଣି ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ: ଭାଗନେଲେ ୧୭୬ ବିଡର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ୧୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସେହି ଖଣିଗୁଡ଼ିକ ହେଲା ନୂଆଗଁା ଲୁହାପଥର ଖଣି, ଠାକୁରାଣୀ ଲୁହା ପଥର…

5 years ago

କୁକୁର ଛୁଆ ମାରି ଗିରଫ ହେଲେ କ୍ୟାବ୍‌ ଡ୍ରାଇଭର

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): କୁକୁର ଛୁଆଙ୍କ ଉପରେ ଗାଡ଼ି ଚଢ଼ାଇ କ୍ୟାବ୍‌ ଡ୍ରାଇଭର ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରରେ, ଯାହା ଚର୍ଚ୍ଚାର ବିଷୟ…

5 years ago

ସ୍ମିତାରାଣୀ ପ୍ରସଙ୍ଗ: ଗୃହକୁ ଆସିଲାନି ଭାଜପା, ବିଧାନସଭା ଅପରାହ୍ନ ୩ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ…

5 years ago

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି।…

5 years ago