ମେଟ୍ରୋ

ପ୍ରଦୂଷଣ ସାର୍ଟିଫିକେଟ ନ ଦେଖାଇଲେ ଜରିମାନା: ୧ରୁ ଆଉ ଛାଡ଼ ନାହିଁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆଉ ଛାଡ ନାହିଁ। ପ୍ରଦୂଷଣ ନିୟନ୍ତ୍ରଣାଧୀନ (ପିୟୁସି) ସାର୍ଟିଫିକେଟ ନ ଥିଲେ ଗଣିବାକୁ ପଡିବ ଜରିମାନା। ଆସନ୍ତା ଅକ୍ଟୋବର ପହିଲାରୁ ଏହାକୁ କଡାକଡି ଲାଗୁ କରାଯିବ।…

5 years ago

ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି। ସେମାନେ…

5 years ago

ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା…

5 years ago

ରାଜନୀତି କରିବେ ଦୂତି ଚାନ୍ଦ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜନୀତିରେ ଯୋଗଦେବେ ଆଥ୍‌ଲେଟ ଦୂତି ଚାନ୍ଦ। ସୋମବାର ଦୂତି କରିଥିବା ଏକ ଟ୍ବିଟ୍‌କୁ ନେଇ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଏକ ଟ୍ବିଟ୍‌ରେ ଦୂତି…

5 years ago

ରୋହିତ ପୂଜାରୀ ହେଲେ ବିଜେଡିର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରୋହିତ ପୂଜାରୀ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ। ପୂର୍ବରୁ ଏହି ପଦବୀରେ ଥିବା ପ୍ରଣବ ବଳବନ୍ତ ରାୟଙ୍କୁ ବିଦା କରାଯାଇ ରୋହିତଙ୍କୁ ଅବସ୍ଥାପିତ କରାଯାଇଛି।…

5 years ago

ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍‌ଗାର୍ଡ ପ୍ରତାପ

ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍‌ ପୋଷ୍ଟରେ ଦିଅନ୍ତି ସିଗ୍‌ନାଲ। ଯଦି କେହି ହେଲ୍‌ମେଟ କିମ୍ବା ସିଟ୍‌ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର ସ୍ବତନ୍ତ୍ର…

5 years ago

ଓଡ଼ିଶାରେ ପୁଣିଥରେ ପୁଞ୍ଜି ନିବେଶ କରିପାରେ କୋରିଆ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ପୋସ୍କୋ ଓଡ଼ିଶାରୁ ମୁହଁ ଫେରାଇବା ପରେ ପୁଣି ଥରେ ଓଡ଼ିଶାରେ ପୁଞ୍ଜି ନିବେଶ କରିପାରେ କୋରିଆ। କୋରିଆ ରାଷ୍ଟ୍ରଦୂତ ସିନ୍‌ ବଙ୍ଗ୍‌କିଲଙ୍କ ସହ ୪୬ ଜଣିଆ…

5 years ago

ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୩ ଅର୍ଥାତ୍‌ ଆଜିଠାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପଦ୍ମପୁର ଉପଜିଲାପାଳ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର…

5 years ago

ସୁନା, ଚାନ୍ଦି ଅଳଙ୍କାରରେ ସଜେଇ ହେବେ ହରପାର୍ବତୀ

କଟକ ରୋଡ,୨୩।୯(ଡି.ଏନ୍‌.ଏ.) : ଶାରଦୀୟ ଦୁର୍ଗାପୂଜା ସମୟରେ ରାଜଧାନୀର ବଡ଼ଗଡ଼ସ୍ଥିତ ନେତାଜୀ ଯୁବକ ସଂଘ ପକ୍ଷରୁ ଅନୁଷ୍ଠିତ ହେଉଥିବା ହରପାର୍ବତୀ ପୂଜା ଚଳିତଥର ୪୩ବର୍ଷରେ ପହଞ୍ଚିଛି। ହରପାର୍ବତୀଙ୍କ…

5 years ago

ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍‌ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ…

5 years ago