Advertisement

ମେଟ୍ରୋ

ଠେଙ୍ଗା, ବାଡ଼ି ଧରି ତୀବ୍ର ବିରୋଧ, ହୋଇପାରିଲାନି ବସ୍ତି ଉଚ୍ଛେଦଠେଙ୍ଗା, ବାଡ଼ି ଧରି ତୀବ୍ର ବିରୋଧ, ହୋଇପାରିଲାନି ବସ୍ତି ଉଚ୍ଛେଦ

ଠେଙ୍ଗା, ବାଡ଼ି ଧରି ତୀବ୍ର ବିରୋଧ, ହୋଇପାରିଲାନି ବସ୍ତି ଉଚ୍ଛେଦ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ସାମନ୍ତରାଳ ରାସ୍ତା ପାଇଁ ଉଚ୍ଛେଦବେଳେ ସାଲିଆସାହିରେ ବୁଧବାର ତୀବ୍ର ବିରୋଧର ସମ୍ମୁଖୀନ ହୋଇଛି ପୋଲିସ ଓ ମିଳିତ ଉଚ୍ଛେଦକାରୀ ଟିମ୍‌। ୬ଶହ ବର୍ଗଫୁଟର ଜମି…

5 years ago
ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡିପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ପ୍ରତ୍ୟେକ ଜିଲାର ବିଧାୟକଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ…

5 years ago
ରାଜ୍ୟରେ ଉତ୍ପାଦନ ହେଉଛି ୨୦ହଜାର ମେଟ୍ରିକ୍‌ ଟନ୍‌ ଲିଚୁରାଜ୍ୟରେ ଉତ୍ପାଦନ ହେଉଛି ୨୦ହଜାର ମେଟ୍ରିକ୍‌ ଟନ୍‌ ଲିଚୁ

ରାଜ୍ୟରେ ଉତ୍ପାଦନ ହେଉଛି ୨୦ହଜାର ମେଟ୍ରିକ୍‌ ଟନ୍‌ ଲିଚୁ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲିଚୁ ଚାଷ ପାଇଁ ଆର୍ଦ୍ର ଉପକ୍ରାନ୍ତୀୟ ଜଳବାୟୁ ଅତ୍ୟନ୍ତ ଉତ୍କୃଷ୍ଟ। ଓଡ଼ିଶାରେ ପ୍ରାୟ ୪,୪୭୭ ହେକ୍ଟର ଜମିରେ ଲିଚୁ ଚାଷ କରାଯାଇ ୨୦,୪୩୧ ମେଟ୍ରିକ୍‌ ଟନ୍‌…

5 years ago
ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ରମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୯।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖତାର ଅବାସ ନକ୍‌ଭୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଚିଠି ଲେଖିଛନ୍ତି। ୨ଟି ପ୍ରସଙ୍ଗରେ…

5 years ago
ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷାମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ମାଟ୍ରିକ୍‌ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳୁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପ୍ରଶ୍ନପତ୍ର…

5 years ago
ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା ଚଳଚ୍ଚିତ୍ର…

5 years ago
ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ…

5 years ago
ବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟରବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟର

ବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଓଡ଼ିଶାରେ ଖୋଲିବ ନ୍ୟାଶନାଲ ଏଗ୍‌ କୋର୍ଡିନେଶନ କମିଟି(ଏନ୍‌ଇସିସି ବା ନେକ୍‌)ର ଓଡ଼ିଶା ଜୋନ୍‌ ଚାପ୍ଟର। ବ୍ରହ୍ମପୁରରେ ଏହି ଚାପ୍ଟର ଖୋଲିବ। ଏହା ପୂର୍ବରୁ ଓଡ଼ିଶାର ଚାଷୀମାନେ…

5 years ago
ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ

ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍‌ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା…

5 years ago
ରାଜ୍ୟ ବଜେଟ ୨୦୨୦-୨୧: ବଜେଟରେ କ’ଣ ନୂଆରାଜ୍ୟ ବଜେଟ ୨୦୨୦-୨୧: ବଜେଟରେ କ’ଣ ନୂଆ

ରାଜ୍ୟ ବଜେଟ ୨୦୨୦-୨୧: ବଜେଟରେ କ’ଣ ନୂଆ

ବଜେଟରେ କ’ଣ ନୂଆ ଇ-ବଜେଟର ପ୍ରଚଳନ, ଯାହାକି ପରିବେଶ ଅନୁକୂଳ ପଦକ୍ଷେପ ହୋଇପାରିଛି। ସ୍ବତନ୍ତ୍ର ମୋବାଇଲ ଆପ୍‌, ଯାହାକି ଗୁଗଲ ପ୍ଲେ ଷ୍ଟୋର୍‌ ଏବଂ ଆପଲ୍‌ ଆପ୍‌…

5 years ago