ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ…
ଖୁଣ୍ଟୁଣୀ,୨୫ା୬(ଡି.ଏନ୍.ଏ): କଟକ ଜିଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଲିଙ୍ଗାପଦା ଗ୍ରାମ ଲିଙ୍ଗେଇ ଠାକୁରାଣୀ ନିକଟରେ ଗୁରୁବାର ୪ ଦୁର୍ବୃତ୍ତ ଏକ ୪୦୭ ଗାଡ଼ି ଡ୍ରାଇଭର ହାତକୁ ହାଣି…
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀର ଅନେକ ହସ୍ପିଟାଲ କରୋନା ପ୍ରୋଟୋକଲ୍ ପାଳନ କରୁନାହାନ୍ତି। ସେମାନଙ୍କୁ ଚିହ୍ନଟ କରାଯାଇ ନୋଟିସ କରଯାଇଛି ବୋଲି ଗୁରୁବାର ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)…
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଗୁରୁବାର ୩୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨୫ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ…
ଭୁବନେଶ୍ୱର,୨୫।୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ସକାଳେ ନିଷ୍କାସିତ ହୋଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ହୀରାକୁଦ ଡ୍ୟାମ୍ର ୭ ନମ୍ବର ସ୍ଲୁଇସ…
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ…
ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା ଦିଆଯିବ…
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଓଡ଼ିଶା ଜେଲ୍ରେ ପଶିଲାଣି ମହାମାରୀ କରୋନା। ପୁରୀ, ରାଉରକେଲା ଓ ବ୍ରହ୍ମପୁର ଜେଲ୍ର ୧୦ କଏଦୀଙ୍କଠାରେ କୋଭିଡ୍-୧୯ ପଜିଟିଭ୍ ଠାବ ପରେ ଜେଲ୍ରେ ଏବେ ଭୟର…
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ରାଜ୍ୟରେ ଦୁଇଦିନ ବର୍ଷା ହେବ ନାହିଁ। ପାଗ ଶୁଖିଲା ରହିବ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।…
ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସହ ସେମାନଙ୍କର ଅଟକି ଯାଇଥିବା ରଥ ମଧ୍ୟ ଗଡ଼ିଥିଲା। ନିଜ ଜନ୍ମମାଟିକୁ ଫେରିଆସିବା ଜାଣି ୩ ମାସରୁ ଦୀର୍ଘଦିନ ଧରି ଦୁର୍ବଃସହ…